Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ଦକ୍ଷିଣକାଳୀ ମନ୍ଦିର ପରିଚାଳନା କମିଟି ନିର୍ବାଚନ, ପ୍ରମୋଦ ସଭାପତି, କିଷାନ ସମ୍ପାଦକ

by ସଞ୍ଜୟ ସ୍ୱାଇଁ
May 21, 2025
in Nayagarh, State
ମା’ ଦକ୍ଷିଣକାଳୀ ମନ୍ଦିର ପରିଚାଳନା କମିଟି ନିର୍ବାଚନ, ପ୍ରମୋଦ ସଭାପତି, କିଷାନ ସମ୍ପାଦକ
236
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀ ମନ୍ଦିର ପରିଚାଳନା କମିଟି ମଙ୍ଗଳବାର ସନ୍ଧ୍ୟାରେ ମନ୍ଦିର ପରିସରରେ ଗଠିତ ହୋଇଯାଇଛି। ଏଥିରେ ସର୍ବସାମ୍ମତି କ୍ରମେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ସଭାପତି ଭାବେ ନିର୍ବାଚିତ ହୋଇଥିବା ଦାଶରଥି ସାହୁ ଏବଂ ଲକ୍ଷ୍ମୀଧର ମହାପାତ୍ର ଉପ ସଭାପତି,କିଷାନ କୁମାର ଦାସ ସମ୍ପାଦକ,ନଳିନୀକାନ୍ତ ମିଶ୍ର ଏବଂ ଭାଗିରଥି ଦାସ ଯୁଗ୍ମ ସମ୍ପାଦକ,କମଳ କୁମାର ପଟ୍ଟନାୟକ କୋଷାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି।

ଆଇନଜୀବୀ ପ୍ରଦୋଷ ପଟ୍ଟନାୟକ,ଶିଭାଶିଷ ପଟ୍ଟନାୟକ ଆଇନ ପରାମର୍ଶ ଦାତା ଭାବେ ମନୋନୀତ ହୋଇଥିଲେ। ତୁରନ୍ତ କାର୍ଯ୍ୟକାରୀ କମିଟିର ବୈଠକ ବସି ମନ୍ଦିର ପରିଚାଳନା କମିଟିର ଏକ ବାଇଲ ଏବଂ ୧୮୬୦ ଆକ୍ଟ ଅନୁଯାୟୀ ପଞ୍ଜିକରଣ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ବରିଷ୍ଠ ସଦସ୍ୟ ଆଶୁତୋଷ ପଟ୍ଟନାୟକ ବୈଠକରେ ସଭାପତିତ୍ୱ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!