Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଂଟ ଉଦ୍ଘାଟିତ

by ସଞ୍ଜୟ ସ୍ୱାଇଁ
January 9, 2020
in Sports
ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଂଟ ଉଦ୍ଘାଟିତ
13
VIEWS
Share on FacebookShare on Twitter

୧-୦ ଗୋଲରେ ଦଶପଲ୍ଲା ବିଜୟୀ

ନୟାଗଡ଼, (ବାଘୁଆବାର୍ତ୍ତା) : ଦଶପଲ୍ଲା ଗାନ୍ଧି ପଡିଆ ଠାରେ ଆଜି ଉଦ୍ଘାଟିତ ହୋଇଯାଇଛି ୨୧ ତମ ରାଜ୍ୟସ୍ତରୀୟ ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଂଟ । ସ୍ପୋର୍ଟିଭ୍ ସ୍ପୋର୍ଟସ୍ ସୋସାଇଟି ଆନୁକୂଲ୍ୟରେ ଅନୁଷ୍ଠିତ ଉଦ୍ଘାଟନୀ ମ୍ୟାଚରେ ସ୍ପୋର୍ଟିଭ୍ ସ୍ପୋର୍ଟସ୍ ସୋସାଇଟି, ଦଶପଲ୍ଲା ଏବଂ ମଙ୍ଗଳା କ୍ଲବ, କଟକ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ସଂଘର୍ଷପୂର୍ଣ୍ଣ ଖେଳ ଅନୁଷ୍ଠିତ ହୋଇଥିଲା । ଏହି ଖେଳରେ ସ୍ପୋର୍ଟିଭ୍ ସ୍ପୋର୍ଟସ୍ ସୋସାଇଟି ୧-୦ ଗୋଲରେ ମଙ୍ଗଳା କ୍ଲବ, କଟକକୁ ୧-୦ ଗୋଲରେ ପରାସ୍ତ କରିଛି । ମୁଖ୍ୟ ଅତିଥି ଭାବେ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ପଂଚାୟତ ସମିତି ଅଧ୍ୟକ୍ଷା ସୁନନ୍ଦା ସାହୁ, ଏନ୍ଏସି ଅଧ୍ୟକ୍ଷା ବବିତା ସାହୁ ଯୋଗଦେଇଥିଲେ । କ୍ରିଡାଶିକ୍ଷକ ରାଜୁ ମହାନ୍ତି, ରବିନ୍ଦ୍ର ନାଥ ନାୟକ, ପ୍ରସନ୍ନ କୁମାର ନାୟକ ଏବଂ କୈଳାସ ବରାଡ ଖେଳ ପରିଚାଳନା କରିଥିଲେ । ଅସନ୍ତାକାଲି ସ୍ପୋର୍ଟିଭ୍ ସ୍ପୋର୍ଟସ୍ ସୋସାଇଟି, ଦଶପଲ୍ଲା ଏବଂ ୟୁନାଇଟେଡ୍ କ୍ଲବ, ଭଦ୍ରକ ମଧ୍ୟରେ ଅନୁଷ୍ଠିତ ହେବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!