Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ରେ ପ୍ରେସ କ୍ଲବ ଦଶପଲ୍ଲାର ୯ମ ବାର୍ଷିକ ଉତ୍ସବ

by ସଞ୍ଜୟ ସ୍ୱାଇଁ
February 20, 2020
in Feature News
୨୬ରେ ପ୍ରେସ କ୍ଲବ ଦଶପଲ୍ଲାର ୯ମ ବାର୍ଷିକ ଉତ୍ସବ
129
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ପ୍ରେସ କ୍ଲବର ୯ମ ବାର୍ଷିକ ଉତ୍ସବ ଆସନ୍ତା ୨୬ ତାରିଖ ବୁଧବାର ଦିନ ଅନୁଷ୍ଠିତ । ମହାବୀର କ୍ଷେତ୍ର ଗାନ୍ଧୀ ମଇଦାନଠାରେ ଅନୁଷ୍ଠିତ ଏହି ଉତ୍ସବରେ ଉଦ୍‌ଘାଟକ ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେବାକୁ ସ୍ଥିର ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାହିତ୍ୟିକ ଦେବ ପ୍ରସାଦ ଦାଶ, ମୁଖ୍ୟ ବକ୍ତା ଭାବେ ସଙ୍କର୍ଷଣ ପରିଡ଼ା ଯୋଗ ଦେବା ସହ ବିଭିନ୍ନ ପ୍ରଶାସନିକ ଅଧିକାରୀ ମଧ୍ୟ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ କାର୍ଯ୍ୟରତ ବିଭିନ୍ନ ସାମ୍ବାଦିକଙ୍କୁ ପ୍ରେସ କ୍ଲବ ସଭାପତି ପ୍ରଶାନ୍ତ କୁମାର ସାହୁ ଏବଂ ସଂପାଦକ ପ୍ରଫୁଲ କୁମାର ପଣ୍ଡା ନିମନ୍ତ୍ରଣ କରିଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!