Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାପ କାମୁଡ଼ାରେ ଯୁବକଙ୍କ ପ୍ରାଣଗଲା

by Anil Panda
June 25, 2020
in Accident, Breaking
ସାପ କାମୁଡ଼ାରେ ଯୁବକଙ୍କ ପ୍ରାଣଗଲା
105
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଦଶପଲ୍ଲା ସରକାରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଅପରାହ୍ନରେ ମନୋଜ ଦାଶ (୪୫) ନାମକ ଜନୈକ ବ୍ୟକ୍ତି ବିଷାକ୍ତ ସର୍ପ ଦର୍ଶନରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ତାଙ୍କ ଘର ଗଣିଆ ବାଲିସାହି ଅଞ୍ଚଳରେ ବୋଲି ଜଣାପଡିଛି । ଏ ସମ୍ପର୍କରେ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବକୁ ଡାକ୍ତରଖାନାରୁ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ରଖାଯାଇଛି । ବିଳମ୍ବ ସମୟ ଯୋଗୁଁ ଆସନ୍ତା କାଲି ଶବ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ ପ୍ରକାଶ କରିଛି । ମୃତ ମନୋଜ ଦ୍ୱିପ୍ରହରେ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ ଆଘାତ କରିଥିଲା । ପ୍ରଥମେ ଗଣିଆ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟଜନକ ଥିବାରୁ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଏଠାରେ ଡାକ୍ତର ମୃତ ଘୋଷଣା କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!