Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦ ଜବତ, ବ୍ୟାପକ ପରିମାଣର ପୋଚ ନଷ୍ଟ

by ସଞ୍ଜୟ ସ୍ୱାଇଁ
March 18, 2020
in Crime
ଦେଶୀ ମଦ ଜବତ, ବ୍ୟାପକ ପରିମାଣର ପୋଚ ନଷ୍ଟ
25
VIEWS
Share on FacebookShare on Twitter

୩ ଗିରଫ, ଦୁଇ ଗାଡ଼ି ଜବତ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସଦର ଅବକାରୀ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଦେଶୀ ମଦ ଜବତ କରାଯିବା ସହ ବ୍ୟାପକ ପୋଚ ନଷ୍ଟ କରାଯାଇଛି । ସୂଚନାନୁସାରେ, ଅବକାରୀ ବିଭାଗ ଶୁକ୍ରାବାଡ଼ି ଗ୍ରାମରେ ଚଢ଼ାଉ କରି ଗୋଟିଏ ମାରୁତି ଗାଡ଼ିରୁ ଦେଶୀ ମଦ ଜବତ କରିଥିବା ବେଳେ ଶୁକ୍ରାବାଡ଼ି ଜଙ୍ଗଲରୁ ବ୍ୟାପକ ପୋଚ ନଷ୍ଟ କରାଯାଇଛି । ଭିନ୍ନ ଭିନ୍ନ ଘଟଣାରେ ନିରଞ୍ଜନ ମହାପାତ୍ର, ଦିଲ୍ଲୀପ ମଣ୍ଡଳ, କେଦାରନାଥ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସେହିଭଳି ସେମାନଙ୍କଠାରୁ ଗୋଟିଏ ମାରୁତି କାର ଏବଂ ଗ୍ଲାମର ବାଇକ ଜବତ କରାଯାଇଥିବା ସଦର ଅବକାରୀ ଥାନା ଅଧିକାରୀ ପବିତ୍ର ମୋହନ ମାଝୀ ସୂଚନା ଦେଇଛନ୍ତି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!