Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ଏ.ଡି.ଇ.ଓ ସଂଘର କାର୍ଯ୍ୟକାରିଣୀ ବୈଠକ

by ସଞ୍ଜୟ ସ୍ୱାଇଁ
January 5, 2025
in Nayagarh, State
ନୟାଗଡ଼ ଜିଲ୍ଲା ଏ.ଡି.ଇ.ଓ ସଂଘର କାର୍ଯ୍ୟକାରିଣୀ ବୈଠକ
772
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦର ବ୍ଲକର ମୁଥାଗାଡିଆ କଲ୍ୟାଣ ମଣ୍ଡପ ଠାରେ ଏ.ଡି.ଇ.ଓ ସଂଘ ନୟାଗଡ଼ ଜିଲ୍ଲାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ବାଦଲ କୁମାର ଷଡ଼ଙ୍ଗୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ବୈଠକରେ ସଂଘର ପରିଚାଳନା ପାଇଁ ନୂତନ କମିଟି ଗଠନ ହୋଇଛି । ସଭାପତି ରୁପେ ଓଡ଼ଗାଁ ବ୍ଲକର ଜିତେନ୍ଦ୍ର କୁମାର ପୃଷ୍ଟି ଓ ସମ୍ପାଦକ ରୁପେ ପୁର୍ଣ୍ଣଚନ୍ଦ୍ର ମହାନ୍ତିଙ୍କୁ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଛି ।

ସଂଘର ସୁପରିଚାଳନା ପାଇଁ ଉପଦେଷ୍ଟା ଭାବେ ବାଦଲ କୁମାର ଷଡଙ୍ଗୀ, ସରୋଜ କାନ୍ତ ରଥ, ରବିନ୍ଦ୍ର କୁମାର ସ୍ୱାଇଁ, ଅବିନାଶ ନାୟକ, ରଶ୍ମିତା ପଣ୍ଡା, ରଶ୍ମିରେଖା ସାହୁ, ବବିତା ବସନ୍ତରା ଓ କୋଷାଧ୍ୟକ୍ଷ ଭାବେ ରଣପୁର ବ୍ଲକର ନିରଞ୍ଜନ ମିଶ୍ରଙ୍କୁ ମନୋନୀତ କରାଯାଇଛି । ଆଗାମୀ ଦିନରେ ସଂଘର ସମସ୍ତ କାର୍ଯ୍ୟକ୍ରମକୁ ସମସ୍ତ ସଭ୍ୟଙ୍କ ମତାମତକୁ ଗ୍ରହଣ କରି ଶୃଙ୍ଖଳିତ ଭାବରେ ପରିଚାଳନା କରିବା ପାଇଁ ସଂଘର ସଭାପତି ଜିତେନ୍ଦ୍ର କୁମାର ପୃଷ୍ଟି ମତାମତ ରଖିଥିଲେ । ପରିଶେଷରେ ରଣପୁର ବ୍ଲକ ସଭାପତି ପୁର୍ଣ୍ଣ ଚନ୍ଦ୍ର ସାହୁ ଉପସ୍ଥିତ ସମସ୍ତ ସଭ୍ୟ ସଭ୍ୟାଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!