Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଚେସ ଆସୋସିଏସନର କର୍ମକର୍ତ୍ତା ନିର୍ବାଚନ: ଭାଗିରଥି ସଭାପତି, ଲକ୍ଷ୍ମୀଧର ସମ୍ପାଦକ

by ସଞ୍ଜୟ ସ୍ୱାଇଁ
April 28, 2025
in Nayagarh, State
ଜିଲ୍ଲା ଚେସ ଆସୋସିଏସନର କର୍ମକର୍ତ୍ତା ନିର୍ବାଚନ: ଭାଗିରଥି ସଭାପତି, ଲକ୍ଷ୍ମୀଧର ସମ୍ପାଦକ
164
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ନୂତନ କର୍ମକର୍ତ୍ତା ନିର୍ବାଚନ ନୟାଗଡ଼ କେସି କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସର୍ବସମ୍ମତି କ୍ରମେ ସଭାପତି ରୂପେ ଭାଗିରଥି ଦାସ ଏବଂ ସାଧାରଣ ସମ୍ପାଦକ ଭାବେ ଲକ୍ଷ୍ମୀଧର ସାହୁ ନିର୍ବାଚିତ ହୋଇଛନ୍ତି। ସେହିପରି ଉପସଭାପତି ଭାବେ ଵାଲାରସେନ ପାତ୍ର,ସହ ସମ୍ପାଦକ ଉମାକାନ୍ତ ମିଶ୍ର ଏବଂ କୋଷାଧ୍ୟକ୍ଷ ଭାବେ ତାରୁନ ଖାଁ ନିର୍ବାଚିତ ହୋଇଥିବା ବେଳେ କାର୍ଯ୍ୟକାରୀ କମିଟିକୁ ଅଜିତ କୁମାର ମିଶ୍ର, ସଂଗ୍ରାମ କେଶରୀ ଗୁମାନସିଂ, ପ୍ରକାଶ ମହାପାତ୍ର,ସଞ୍ଜୟ କୁମାର ସ୍ୱାଇଁ,ଭିକାରୀ ଚରଣ ଦାସ, ଧିରେନ କୁମାର ପ୍ରଧାନ ଏବଂ ଶିଶିର କୁମାର ନାୟକ ପ୍ରମୁଖ ନିର୍ବାଚିତ ହୋଇଛନ୍ତି। ଅନ୍ୟ ପକ୍ଷରେ ଉପଦେଷ୍ଟା ଭାବେ ବରିଷ୍ଠ ସଦସ୍ୟ ଚିତ୍ତରଞ୍ଜନ ତ୍ରିପାଠୀ ଏବଂ ରିତେଶ କୁମାର ରଥ ସର୍ବ ସମ୍ମତି କ୍ରମେ ମନୋନୀତ ହୋଇଛନ୍ତି।

ଜିଲ୍ଲା ଚେସ ଆସୋସିଏସନ ସାଧାରଣ ପରିଷଦ ବୈଠକରେ ଅନୁଷ୍ଠିତ ଏହି ନିର୍ବାଚନ ପ୍ରକ୍ରିୟାରେ ରିଟର୍ଣ୍ଣିଂ ଅଫିସର ଭାବେ ସଂଗ୍ରାମ ଗୁମାନସିଂ ଯୋଗଦାନ କରି ନିର୍ବାଚନ ଫଳାଫଳ ଘୋଷଣା କରିଥିଲେ। ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ସଂଗଠନ ଗଠନ କରାଯାଇ ଚେସ ଖେଳକୁ ଲୋକାଭିମୁଖୀ କରିବା ପାଇଁ ନୂତନ କର୍ମକର୍ତ୍ତା ମାନେ ଘୋଷଣା କରିବା ସହିତ ଆଗାମୀ ଦିନରେ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଏବଂ ପ୍ରଶିକ୍ଷଣ ଶିବିରମାନ ଆୟୋଜନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!