Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁରାଟରୁ ଫେରିଲେ ୯, ମହାରାଷ୍ଟ୍ରରୁ ୭

by Anil Panda
May 10, 2020
in Feature News
କେରଳରୁ ନୟାଗଡ଼ @ ୧୦
10
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାର ପ୍ରବାସୀଙ୍କୁ ଫେରିବାକୁ ବ୍ୟବସ୍ଥା କରିଥିବା ବେଳେ ଆଜି ନୟାଗଡ଼ ଜିଲ୍ଲାକୁ ୧୬ ଜଣ ପ୍ରବାସୀ ଫେରିଥିବା ଜଣାଯାଇଛି । ଏହି ପ୍ରବାସୀଙ୍କ ମଧ୍ୟରେ ସୁରାଟରୁ ଆସିଥିବା ଟ୍ରେନ ଯୋଗେ ୯ ଜଣ ଫେରିଛନ୍ତି । ଏହି ପ୍ରବାସୀମାନେ ବ୍ରହ୍ମପୁର ଜଗନ୍ନାଥପୁର ଷ୍ଟେସନ୍‌ରେ ପହଂଚିବା ପରେ ସେମାନଙ୍କୁ ଜିଲ୍ଲା ପ୍ରଶାସନ ଏକ ସ୍ୱତନ୍ତ୍ର ଗାଡ଼ି ଯୋଗେ ଆଣି କ୍ୱାରେଣ୍ଟାଇନ୍‌ରେ ରଖିବାର ବ୍ୟବସ୍ଥା କରିଛି । ସେହିଭଳି ମହାରାଷ୍ଟ୍ରରୁ ସ୍ୱତନ୍ତ୍ର ଟ୍ରେନ ବଲାଙ୍ଗିରୀ ଜିଲ୍ଲା ଟିଟିଲାଗଡ଼ରେ ପହଂଚିବା ପରେ ସେଠାରୁ ବସ ଯୋଗେ ୭ ଜଣ ପ୍ରବାସୀଙ୍କୁ ଜିଲ୍ଲାକୁ ଅଣାଯାଉଥିବା ସୂଚନା ମିଳିଛି । ଏମାନଙ୍କୁ ପ୍ରଶାସନ ପକ୍ଷରୁ କ୍ୱାରେଣ୍ଟାଇନ୍‌ରେ ରଖାଯିବ । ପ୍ରତ୍ୟେକ ଦିନ ଜିଲ୍ଲାକୁ ଫେରନ୍ତା ପ୍ରବାସୀଙ୍କ ଆଗମନ ଲାଗି ରହିଛି । ଆସନ୍ତାକାଲି ୫ ଗୋଟି ଟ୍ରେନ୍ ଓଡ଼ିଶା ଆସୁଛି ସେଥିରେ ମଧ୍ୟ ନୟାଗଡ଼ ଜିଲ୍ଲାର ଅନେକ ପ୍ରବାସୀ ଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!