Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଟସାହି : ‘ଗାଁ ର ନାଁ ଗାଲୁଆପୁର’

by ସଞ୍ଜୟ ସ୍ୱାଇଁ
February 2, 2020
in Entertainment
ଭାଟସାହି : ‘ଗାଁ ର ନାଁ ଗାଲୁଆପୁର’
26
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବ୍ଲକ ଅନ୍ତର୍ଗତ ଭାଟସାହି ଗ୍ରାମରେ କିଛି ଦିନ ହେବା ଓଡ଼ିଆ ଚଳଚିତ୍ର ଗାଁ ର ନାଁ ଗାଲୁଆପୁର ସୁଟିଙ୍ଗ ଚାଲିଥିବା ଜଣାପଡ଼ିଛି । ସ୍ୱଚ୍ଛ ଭାରତ ଉପରେ ଆଧାରିତ ଉକ୍ତ ଚଳଚ୍ଚିତ୍ରରେ ପରିସ୍କାର ପରିଚ୍ଛନତା ଉପରେ ସଚେତନତା ସୃଷ୍ଟି କରିବା ମୁଖ୍ୟ ଉଦ୍ଦେଶ୍ୟ ରହିଛି । ବ୍ୟଙ୍ଗରସ ଉପରେ ଆଧାରିତ ଏହି ଚଳଚ୍ଚିତ୍ରରେ ଏକ ଭଲ ପ୍ରେମ କାହାଣୀ ମଧ୍ୟ ରହିଥିବା ଜଣାପଡ଼ିଛି । ପ୍ରଯୋଜକ ସନ୍ତୋଷ ଶତପଥୀଙ୍କ ଦ୍ୱାରା ନିର୍ମିତ ଏହି ଚଳଚ୍ଚିତ୍ରରେ ନାୟକ ଭୂମିକାରେ କମେଡ଼ି ଷ୍ଟାର ପପୁ ପମପମ ଅଭିନୟ କରୁଥିବା ବେଳେ ନାୟିକା ଭାବେ ମନୀଷା ଧର ମହାପାତ୍ରଙ୍କୁ ଦେଖିବାକୁ ମିଳିବ । ଏଥିସହିତ ମିହିର ଦାଶ, କୁନା ତ୍ରିପାଠୀଙ୍କ ପରି ଅନେକ ବରିଷ୍ଠ କଳାକାର ମଧ୍ୟ ଚଳଚ୍ଚିତ୍ରରେ ଅଭିନୟ କରୁଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!