Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ତଃ ଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ,ନୂଆଗାଁ ସେମିରେ

by ସଞ୍ଜୟ ସ୍ୱାଇଁ
February 1, 2020
in Sports
ଆନ୍ତଃ ଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ,ନୂଆଗାଁ ସେମିରେ
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ରାଜିଙ୍ଗି ଧୋବା ବୋରେଇ କ୍ରିକେଟ କ୍ଲବ ଆନୁକୂଲ୍ୟରେ ଆନ୍ତଃ ଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇ ଯାଇଛି । ଏହି ଟୁର୍ଣ୍ଣାମେଣ୍ଟଟି ୭ ଦିନ ଧରି ଚାଲିବାକୁ ସ୍ଥିର ହୋଇଥିବା ବେଳେ ୭ ତାରିଖରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ । ଆଜିର ମ୍ୟାଚରେ କ୍ଲବର ସଭାପତି ପ୍ରଦୀପ୍ତ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖେଳକୁ ଉଦଘାଟନ କରିଥିଲେ । ନୂଆଗାଁ ଦଳ ପ୍ରଥମେ ଟସ୍ ଜିତି ୧୫ ଓଭରରେ ୪ ଉଇକେଟ ହରାଇ ୧୨୩ ରନ୍ ସଂଗ୍ରହ କରିଥିଲେ । ଜବାବରେ ଖଣ୍ଡପଡା ଦଳ ୧୧.୦୫ ଓଭରରେ ସମସ୍ତ ଉଇକେଟ ମାତ୍ର ୪୫ ରନ୍ କରି ପରାଜୟ ବରଣ କରିଥିଲେ । ବିଜୟୀ ନୂଆଗାଁ ଦଳର ସିପୁନ ସ୍ୱାଇଁଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ ପୁରସ୍କାର ବଣ୍ଟନ କରାଯାଇଥିଲା । ଆଜିର ମ୍ୟାଚ ପରିଚାଳନା କରିଥିଲେ ଜ୍ଞାନରଞ୍ଜନ ସାମଲ ଓ ଅଶୋକ ନାୟକ । ଆସନ୍ତାକାଲିର ଖେଳନରସିଂହପୁର ଓ ଦଶପଲ୍ଲା ମଧ୍ୟରେ ଅନୁଷ୍ଠିତ ହେବ ବୋଲି କ୍ଲବର ସଦସ୍ୟ ସମୀର କ୍‌ୁମାର ବେହେରା ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!