Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗତିଶ୍ୱର ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା

by ସଞ୍ଜୟ ସ୍ୱାଇଁ
January 14, 2020
in Education
ଗତିଶ୍ୱର ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ମାଳିସାହିଠାରେ ଅବସ୍ଥିତ ଗତିଶ୍ୱର ଡିଗ୍ରୀ ମହାବିଦ୍ୟାଳୟରା ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଶୁଶାନ୍ତ କୁମାର କର ବାର୍ଷିକ କ୍ରୀଡ଼ା ପତାକା ଉତ୍ତୋଳନ କରିବା ପରେ ମହାବିଦ୍ୟାଳୟର କ୍ରୀଡ଼ା ଅଧ୍ୟାପକ ପ୍ରଶାନ୍ତ କୁମାର ବେହେରା ଖେଳ ପରିଚାଳନା କରିଥିଲେ । ଏଥିରେ +୨ ମହାବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ କୃଷ୍ଣଚନ୍ଦ୍ର ରାଉତ ଅତିଥି ଭାବେ ଯୋଗ ଦେଇ ସହଯୋଗ କରିଥିଲେ । ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଏଥିରେ ସହଯୋଗ କରିଥିବା ବେଳେ କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!