Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଗୈାରବ ସମ୍ମାନ ପାଇବେ ରଣପୁର ବିଧାୟକ

by ସଞ୍ଜୟ ସ୍ୱାଇଁ
December 12, 2019
in Nayagarh, Planning and Development
ନୟାଗଡ଼ ଗୈାରବ ସମ୍ମାନ ପାଇବେ ରଣପୁର ବିଧାୟକ
82
VIEWS
Share on FacebookShare on Twitter

ନୟାଗଡ଼ ବନ୍ଧୁ ଏସିପ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାର ସାମଗ୍ରୀକ ବିକାଶ ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ଚଳିତ ବର୍ଷ ‘ନୟାଗଡ଼ ଗୈାରବ’ ସମ୍ମାନରେ ସମ୍ବର୍ଦ୍ଧିତ ହେବେ । ସେହିଭଳି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀଙ୍କୁ ‘ନୟାଗଡ଼ ବନ୍ଧୁ’ସମ୍ମାନ ପ୍ରଦାନ କରାଯିବ । ଶିକ୍ଷାବିତ ତଥା ବିଜ୍ଞାନ ସଷ୍ଟ୍ରା ଓଡ଼ିଶା ବିଜ୍ଞାନ ଏକାଡେମୀର ସଭାପତି ଡ. ପ୍ରମୋଦ ଚନ୍ଦ୍ର ମିଶ୍ରଙ୍କୁ ‘ପଠାଣି ସାମନ୍ତ ପ୍ରତିଭା’ ସମ୍ମାନ, ସାରସ୍ୱତ ସାଧକ ତଥା ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକଙ୍କୁ ‘ପଠାଣୀ ସାମନ୍ତ ସାହିତ୍ୟ’ ସମ୍ମାନ, ଅଧ୍ୟାପକ ରବି ଶତପଥୀଙ୍କୁ ‘ଦାସିଆ ଅଜା ସାହିତ୍ୟ’ ସମ୍ମାନରେ ସମ୍ବର୍ଦ୍ଧିତ କରାଯିବ । ବିଶ୍ୱ ବିସ୍ତୃତ ଜ୍ୟୋତି ବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୮୫ ତମ ଜନ୍ମ ସ୍ମାରକୀ ସମାରୋହ ପାଳନ ଅବସରରେ ନୟାଗଡ଼ ମହୋତ୍ସବ ମଣ୍ଡପଠାରେ ଆସନ୍ତା ୨୪ ତାରିଖ ସଂଦ୍ଧ୍ୟାରେ ଏହି ପ୍ରତିଭୂ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ସାମନ୍ତ ଚନ୍ଦନ୍ଦେଶଖର ସାଂସ୍କୃତିକ ଅନୁଷ୍ଠାନର ସଂପାଦକ ପ୍ରମୋଦ ପଟ୍ଟନାୟକ ଜଣାଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!