Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋପିନାଥ ମନ୍ଦିର ପରିଦର୍ଶନ କଲେ ଜିଲ୍ଲାପାଳ ଏବଂ ପ୍ରତ୍ନତତ୍ତ୍ୱବିତ

by Anil Panda
June 16, 2020
in Breaking
ଗୋପିନାଥ ମନ୍ଦିର ପରିଦର୍ଶନ କଲେ ଜିଲ୍ଲାପାଳ ଏବଂ ପ୍ରତ୍ନତତ୍ତ୍ୱବିତ
39
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ନିକଟରେ ପ୍ରବାହିତ ମହାନଦୀ ଗର୍ଭରେ ବୁଡ଼ି ରହିଥିବା ପ୍ରସିଦ୍ଧ ଗୋପିନାଥ ଦେବ ମନ୍ଦିର ସ୍ଥଳକୁ ଆଜି ଭୁବନେଶ୍ୱର ପ୍ରତ୍ନତତ୍ତ୍ୱ ବିଭାଗର ୨ଜଣ ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳ ଡ. ପୋମା ଟୁଡୁ, ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌.ଡି ପରିଦର୍ଶନ କରିଥିଲେ । ବୁଡ଼ିଯାଇଥିବା ମନ୍ଦିରର ଦୃଶ୍ୟମାନ ହେଉଥିବା ଚୂଡ଼ାର କିଛି ଅଂଶ ଏବଂ ମହାନଦୀ କୂଳରେ ଥିବା ବାଲୁଙ୍କେଶ୍ୱର ଦେବ ମନ୍ଦିର ନିକଟରୁ ପ୍ରାୟ ୧ମିଟର ଖୋଳି ମାଟିକୁ ପ୍ରତ୍ନତତ୍ତ୍ୱ ବିଭାଗର ଅଧିକାରୀ ମାନେ ସଂଗ୍ରହ କରିଛନ୍ତି । ସେମାନେ ମଧ୍ୟ ପଦ୍ମାବତୀ ମହାନଦୀ ଘାଟ ନିକଟରୁ ମାଟି ସଂଗ୍ରହ କରିଥିଲେ । ମନ୍ଦିରର ସଂଗୃହୀତ ଅଂଶ ଏବଂ ମାଟିକୁ ପରୀକ୍ଷା କରାଯିବା ପରେ ଏହି ମନ୍ଦିର ସ୍ଥାପନ କେବେ ହୋଇଥିଲା ତାହା ଆକଳନ କରାଯିବ ବୋଲି ସେମାନେ ସୂଚନା ଦେଇଥିଲେ । ଅନ୍ୟପକ୍ଷରେ, ଜିଲାପାଳ ଡ଼.ଟୁଡୁ ମଧ୍ୟ ଏହି ସ୍ଥାନ ପରିଦର୍ଶନ କରି ଏହାର ନୈସର୍ଗିକ ମନୋରମ ଦୃଶ୍ୟ ଦେଖି ଖୁସି ବ୍ୟକ୍ତ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!