Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାମ୍ୟ ଜଳଯୋଗାଣ ଉପଖଣ୍ଡ କାର୍ଯ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ

by ସଞ୍ଜୟ ସ୍ୱାଇଁ
March 8, 2020
in Feature News
ଗ୍ରାମ୍ୟ ଜଳଯୋଗାଣ ଉପଖଣ୍ଡ କାର୍ଯ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ
28
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ଉପଖଣ୍ଡ କାର୍ଯ୍ୟାଳୟ ନିମନ୍ତେ ଆଜି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ନୟାଗଡ଼ ସହରରେ ଅବସ୍ଥିତ ନବୋଦୟ ବିଦ୍ୟାଳୟ ନିକଟରେ ଏହି ଗୃହ ନିର୍ମାଣ ହେବାକୁ ଥିବା ବେଳେ ଏଥିପାଇଁ ୧ କୋଟି ୯ ଲକ୍ଷ ୮ ହଜାର ଟଙ୍କା ବ୍ୟୟ ବରାଦ ହୋଇଛି । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜୀବ କୁମାର ପାଣିଗ୍ରାହୀ, ନୟାଗଡ଼ର ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ପ୍ରମୂଖ ଯୋଗ ଦେଇଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!