Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହରିୟାନା ଓ ରେଳବାଇ ଭୂବନେଶ୍ୱର ବିଜୟୀ

by ସଞ୍ଜୟ ସ୍ୱାଇଁ
January 20, 2020
in Sports
ହରିୟାନା ଓ ରେଳବାଇ ଭୂବନେଶ୍ୱର ବିଜୟୀ
28
VIEWS
Share on FacebookShare on Twitter

ସର୍ବଭାରତୀୟ ହକି

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ହକି ଆସୋସିଏସନ ରଗବୀ ଦ୍ୱାରା ଆୟୋଜିତ ସର୍ବ ଭାରତୀୟ ହକି ଟୁନାମେଣ୍ଟ ଆଜି ଦ୍ୱିତୀୟ ଦିବସରେ ପଂହଚିଛି । ନୟାଗଡ଼ ଖେଳପଡ଼ିଆଠାରେ ଅନୁଷ୍ଠିତ ଏହି ସର୍ବଭାରତୀୟ ହକି ଟୁର୍ଣ୍ଣାମେଂଟର ପ୍ରଥମ ଖେଳରେ କର୍ଣ୍ଣଲ ହକି ହରିୟାନା ବନାମ ସମ୍ବଲପୁର ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ହରିୟାନା ଦଳ ୪-୧ ଗୋଲରେ ବିଜୟ ଲାଭ କରିଛି । ସେହିପରି ଦ୍ୱିତୀୟ ଖେଳରେ ଟିକମ୍‌ଗଡ଼ ହକି ଏକାଡେମୀ ମଧ୍ୟପ୍ରଦେଶ ବନାମ ପୂର୍ବତଟ ରେଳବାଇ ଭୂବନେଶ୍ୱର ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ରେଳବାଇ ଭୂବନେଶ୍ୱର ୫-୧ ଗୋଲରେ ବିଜୟୀ ଲାଭ କରିଛି । ହକି ଆସୋସିଏସନର ସଭାପତି ମିତାଲୀ ପ୍ରିୟଦର୍ଶନୀ ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଖେଳରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଭାଟସାହି ସରପଂଚ କିଶୋର କୁମାର ସାହୁ, ଓଡ଼ଗାଁ ବ୍ଲକ ପୂର୍ବତନ ଅଧ୍ୟକ୍ଷା ବିରଜାଲକ୍ଷ୍ମୀ ସାହୁ, ଏସିଏଫ ଅରବିନ୍ଦ ମହାନ୍ତି, ଟାଉନଥାନା ଭାରପ୍ରାପ୍ତ ଅଧିକାରୀ ଜୟଦୀପ ମହାନ୍ତି, ଇଟାମାଟି ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୂଖ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!