Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଜାତୀୟ ଖେଳାଳୀ

by ସଞ୍ଜୟ ସ୍ୱାଇଁ
January 20, 2020
in Sports
ନୟାଗଡ଼ରେ ଜାତୀୟ ଖେଳାଳୀ
32
VIEWS
Share on FacebookShare on Twitter

ଦେଖନ୍ତୁ ଭିଡିଓ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ହକି ଆସୋସିଏସନ ରଗବୀ ଦ୍ୱାରା ଆୟୋଜିତ ସର୍ବ ଭାରତୀୟ ହକି ଟୁନାମେଣ୍ଟ ଆଜି ଦ୍ୱିତୀୟ ଦିବସରେ ବହୁ ଜାତୀୟ ସ୍ତରରେ ଖେଳାଳୀଙ୍କୁ ଦେଖିବାକୁ ମିଳିଥିଲା । ପୂର୍ବତଟ ରେଳବାଇ ପକ୍ଷରୁ ସୁବୋଧ ତିର୍କି, ଡେଭିଡ ମିଞ୍ଜ, ସୁରେଶ ଟପୋ ପ୍ରମୂଖ ଖେଳାଳୀଙ୍କୁ ଦେଖିବାକୁ ମିଳିଥିଲା । ନୟାଗଡ଼ ମାଟିରେ ଏହି ଜାତୀୟ ଖେଳାଳୀମାନେ ଖେଳିବା ସହ ନୟାଗଡ଼ ଖେଳପଡ଼ିଆକୁ ପ୍ରଶଂସା କରିଥିଲେ ।

http://baghuabarta.com/backup/wp-content/uploads/2020/01/VID-20200120-WA0035.mp4
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!