Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଲାଗି ଫଗୁ ବଜାର ମାନ୍ଦା

by ସଞ୍ଜୟ ସ୍ୱାଇଁ
March 9, 2020
in Feature News
କରୋନା ଲାଗି ଫଗୁ ବଜାର ମାନ୍ଦା
38
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଭୟ ଓ ଆତଙ୍କ ସୃଷ୍ଟି କରିଛି କରୋନା । ଦେଶ ବିଦେଶରୁ ଆସୁଥିବା ଖବରକୁ ନେଇ ଲୋକଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି । ଯାହାକୁ ନେଇ ସିଧା ସଳଖ ପ୍ରଭାବ ପଡ଼ିଛି ଫଗୁ ବଜାରରେ । ବଜାରରେ ଥିବା ଫଗୁ ଓ ରଙ୍ଗ ବ୍ୟବସାୟୀମାନେ ପସରା ଖୋଲି ହାତ ଟେକି ବସିଛନ୍ତି । ଗୋଟିଏ ଦିନ ପରେ ହୋଲି ଉତ୍ସବ ପାଳନ ହେବାକୁ ଥିବା ବେଳେ ଏବେବି ବଜାରରେ ଫାଙ୍କା ସୃଷ୍ଟି ହୋଇଛି । ଫଳରେ ଏବର୍ଷର ହୋଲି ଫିକା ପଡ଼ିବ ବୋଲି ଆଲୋଚନା ହେଉଛି । ସାଧାରଣ ଜନତା ଏବେ ରଙ୍ଗ ଖେଳିବା ବଦଳରେ ଭୋଜିଭାତ ପାଇଁ ଯୋଜନା ଚଳାଇଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!