Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତୁ ଆମେ ଚାଲିବା

by ସଞ୍ଜୟ ସ୍ୱାଇଁ
February 2, 2020
in Feature News
ଆସନ୍ତୁ ଆମେ ଚାଲିବା
21
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ହିନ୍ଦୁସ୍ତାନ ପେଟ୍ରୋଲିୟମ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପଠାଣି ସାମନ୍ତ ପ୍ରେକ୍ଷାଳୟ ନିକଟରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିନ୍ଦୁସ୍ତାନ ପ୍ରେଟୋଲିୟମ କର୍ପୋରେସନ ଲିମିଟେଡର ଡିଜିଏମ ଧର୍ମେନ୍ଦ୍ର ବେଉରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରାରେ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାୟର ଛାତ୍ରଛାତ୍ରୀଙ୍କ ସହ ବିଭିନ୍ନ ଏନଜିଓ ଏବଂ ଉଜ୍ଜ୍ୱଳା କର୍ମୀମାନେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ବାସନ୍ତି ଖୁଣ୍ଟିଆ ପରିଚାଳନା କରିଥିବା ବେଳେ କବି ଚନ୍ଦ୍ରବିଜୟୀ ମିଶ୍ର ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସନ୍ତୋଷ କୁମାର ନାୟକ, ଆଶିଷ ଅଗ୍ରୱାଲ, ସଞ୍ଜୟ ସ୍ୱାଇଁ, ଭାନୁ ସାହୁ ପ୍ରମୂଖ ଯୋଗ ଦେଇଥିଲେ ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!