Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇଆଇସି ସ୍ତରରେ ବଦଳି:ଗଲେ ତିନି, ରହିଲେ ଜଣେ 

by ସଞ୍ଜୟ ସ୍ୱାଇଁ
December 28, 2024
in Breaking, Nayagarh, State
ବଦଳିଲେ ରଣପୁର ବିଡିଓ, ଦଶପଲ୍ଲା ତହସିଲଦାର
773
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପୋଲିସ ମୁଖ୍ୟାଳୟ ପକ୍ଷରୁ ବଡ଼ ଧରଣ ବଦଳି ପକ୍ରିୟା ଆରମ୍ଭ ହୋଇଛି l ତେବେ ଆଜି ରାଜ୍ୟର ପୋଲିସ ପ୍ରଶାସନ ପକ୍ଷରୁ 208ଜଣ ଆଇଆଇସିଙ୍କ ସ୍ତରରେ ବଦଳି କରାଯାଇଛି l 208ଜଣ ଆଇଆଇସିଙ୍କ ମଧ୍ୟରୁ ଭିଜିଲାନ୍ସ, କମିଶନରେଟ, ରାଜ୍ୟ ମୁଖ୍ୟାଳୟ ଏବଂ ବିଭିନ୍ନ ଜିଲ୍ଲାକୁ ବଦଳି କରାଯାଥିବା ଜଣାପଡିଛି l ତେବେ ନୟାଗଡ଼ ଜିଲ୍ଲାରେ କାର୍ଯ୍ୟରତ ଥିବା 3ଜଣ ଆଇଆଇସିଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବା ବେଳେ ଜଣେ ଆଇଆଇସିଙ୍କୁ ପୋଲିସ ଟ୍ରେନିଂ ସ୍କୁଲକୁ ବଦଳି କରାଯାଇଛି l ବଦଳି ହୋଇଥିବା ଆଇଆଇସି ହେଲେ ବର୍ତ୍ତମାନ ନୟାଗଡ଼ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଆଇଆଇସି ପୁଷ୍ପଲତା ବେହେରାଙ୍କୁ ସ୍ପେସିଆଲ ବ୍ରାଞ୍ଚ ଭୁବନେଶ୍ୱର ବଦଳି କରାଯାଇଥିବା ବେଳେ ରଣପୁର ଥାନାରେ କାର୍ଯ୍ୟରତ ଆଇଆଇସି ମୁକେଶ କୁମାର ବେହେରାଙ୍କୁ ଭିଜିଲାନ୍ସକୁ ବଦଳି କରାଯାଇଛି ସେହିପରି ଶରଣକୁଳ ଥାନାରେ କାର୍ଯ୍ୟରତ ଆଇଆଇସି ଜ୍ୟୋତି ପ୍ରକାଶ ସ୍ୱାଇଁଙ୍କୁ ମୟୁରଭଞ୍ଜ ଜିଲ୍ଲାକୁ ବଦଳି କରାଯାଇଛି l ହେଲେ ନୟାଗଡ଼ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଦୁଃଖିଶ୍ୟାମ ସେଠୀଙ୍କୁ ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ କୁ ବଦଳି କରାଯାଇଥିବା ସୂଚନା ମିଳିଛି l ତେବେ ତିନି ଜଣ ଆଇଆଇସିଙ୍କୁ ଅନ୍ୟତ୍ର ବଦଳି କରାଯାଥିବା ବେଳେ ତାଙ୍କ ସ୍ଥାନରେ କାହାକୁ ବି ନିଯୁକ୍ତ କରାଯାଇ ନଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି l

 

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!