Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇନର୍ ହ୍ୱିଲ୍ କବ୍ଲର ସଚେତନତା କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
March 1, 2020
in Feature News
ଇନର୍ ହ୍ୱିଲ୍ କବ୍ଲର ସଚେତନତା କାର୍ଯ୍ୟକ୍ରମ
37
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ରୋଟାରୀ କ୍ଲବର ମହିଳା ଶାଖା ଇନର୍ ହ୍ୱିଲ କ୍ଲବର ଏକ ସଚେତନତା କାର୍ଯ୍ୟକ୍ରମ ୟୁନିଟେକ ପବ୍ଲିକ ସ୍କୁଲରେ ଅନୁଷ୍ଠିତ ହୋଇଯାଇଛି । କୋରନା ଭାଇରସ ଏବଂ ସ୍ୱାଇନ ଫ୍ଲୁ ଉପରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ସଂପାଦିକା ସୈାଦାମିନି ସ୍ୱାଇଁ ଅତିଥି ପରିଚୟ ଏବଂ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବେ ଡାକ୍ତର ଜୁଲିଏଟ୍ ଦାଶ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ରୋଗ ସମ୍ବର୍ଦ୍ଧରେ ସଚେତନତା ମୂଳକ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମରେ କ୍ଲବର ପ୍ରତିଷ୍ଠାତା ନିରୁପମା ପଟ୍ଟନାୟକ, ସଭାପତି ରୋଜାଲିନ ପାତ୍ର, ଉପସଭାପତି ଜ୍ୟୋତ୍ସାମୟୀ ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!