Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇନରହ୍ୱିଲ କ୍ଲବର ପ୍ରତିଷ୍ଠା ଦିବସ

by ସଞ୍ଜୟ ସ୍ୱାଇଁ
January 11, 2020
in Lifestyle
ଇନରହ୍ୱିଲ କ୍ଲବର ପ୍ରତିଷ୍ଠା ଦିବସ
16
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ରୋଟାରି କ୍ଲବଠାରେ ଇନର୍ହ୍ୱିଲ କ୍ଲବର ୯୬ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଇନରହ୍ୱିଲ କ୍ଲବର ସଭାପତି ରୋଜାଲିନ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷା ମେଜର ମଞ୍ଜୁଶ୍ରୀ ପତି ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତାଭାବେ ରୋଟାରୀଆନ୍ ପ୍ରସନ୍ନ କୁମାର ବସନ୍ତିଆ ଯୋଗ ଦେଇଥିଲେ । ଅତିଥିମାନେ ତାଙ୍କ ଅଭିଭାଷଣରେ ସେବାକୁ ଗୁରୁତ୍ୱ ଦେବା ସହ ଘରୋଇ ବନ୍ଧୁତା ସ୍ଥାପନ କରିବା ଏବଂ ନୂତନ ବନ୍ଧୁ ସୃଷ୍ଟି କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଏଥିରେ ଦୁଇଜଣ ନୂତନ ସଭ୍ୟ ଯୋଗଦାନ କରିଥିଲେ । ଅନ୍ୟତମ ଅତିଥି ଭାବେ ନିରୁପମା ପଟ୍ଟନାୟକ ଏବଂ ସ୍ମିତା ସ୍ୱାଇଁ ଯୋଗ ଦେଇଥିବା ବେଳେ ଇନରହ୍ୱିଲ କ୍ଲବ ଅଫ ନୟାଗଡ଼ର ବହୁ ସଦସ୍ୟା ଯୋଗ ଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!