Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟୀ ଫୁଟବଲ, ଜଟଣୀ ବିଜୟୀ

by ସଞ୍ଜୟ ସ୍ୱାଇଁ
January 15, 2020
in Sports
ଇଟାମାଟୀ ଫୁଟବଲ, ଜଟଣୀ ବିଜୟୀ
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଯଦୁମଣୀ ଆଥଲେଟିକ ଆସୋସିଏସନ ତରଫରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିନରେ ଫ୍ରେଣ୍ଡସ୍ କ୍ଲବ ଭୂବନେଶ୍ୱର ବନାମ ଗୋଲଡେନ ଷ୍ଟାର କ୍ଲବ ଜଟଣୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଖେଳର ପ୍ରଥମାର୍ଦ୍ଧରେ ଜଟଣୀ ଦୁଇଟି ଗୋଲ ଦେଇଥିବା ବେଳେ ଦ୍ୱିତିୟାର୍ଦ୍ଧରେ ବିପକ୍ଷ ଦଳ ଗୋଟିଏ ଗୋଲ ଦେଇ ପରାଜିତ ହୋଇଥିଲା । ଆଜିର ଖେଳରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଡିପିଓ ଦୁର୍ଯ୍ୟୋଧନ ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଇଟାମାଟୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶୋକ ନାୟକ, ଅମୀୟ ମୋହନ ସାହୁ ଜଗନ୍ନାଥ ଦାଶ, ଅର୍ଜ୍ଜୁନ ବେହେରା ପ୍ରମୂଖ ଯୋଗ ଦେଇଥିଲେ । ଖେଳାଳୀ ବିଜୟ କୁମାର ବାରିକଙ୍କୁ ମ୍ୟାନ ଅଫ ଦ ମ୍ୟାଚ ପ୍ରଦାନ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!