Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟୀ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଖୋର୍ଦ୍ଧା ବିଜୟୀ

by ସଞ୍ଜୟ ସ୍ୱାଇଁ
January 15, 2020
in Sports
ଇଟାମାଟୀ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଖୋର୍ଦ୍ଧା ବିଜୟୀ
32
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଯଦୁମଣୀ ଆଥଲେଟିକ ଆସୋସିଏସନ ତରଫରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିନରେ ୟୁଥ ସ୍ପୋର୍ଟ୍ସ କ୍ଲବ ବାଇଗୁଣିଆ ବନାମ କୋଶଳାଶୁଣୀ କ୍ଲବ ଖୋର୍ଦ୍ଦା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଖେଳର ପ୍ରଥମାର୍ଦ୍ଧରେ ମ୍ୟାଚ ସଂଘର୍ଷ ପୂର୍ଣ୍ଣ ହୋଇଥିବା ବେଳେ ଦ୍ୱିତିୟାର୍ଦ୍ଧରେ ଖୋର୍ଦ୍ଧା, ବାଇଗୁଣିଆ ଦଳକୁ ଗୋଟିଏ ଗୋଲ ଦେଇ ବିଜୟୀ ହୋଇଥିଲା । ଆଜିର ଖେଳରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସୁବାସ କହଁର, ଗଙ୍ଗାଧର ପଣ୍ଡା, ଫେଡକୋ ସହକାରୀ ଯନ୍ତ୍ରୀ ବିକାଶ ବେହେରା, ଲକ୍ଷ୍ମଣ ମଲ୍ଲ, ଦୁର୍ଯୋଧନ ବେହେରା, ଆଶିଷ କୁମାର ଅଗ୍ରୱାଲ ପ୍ରମୂଖ ଯୋଗ ଦେଇଥିଲେ । ଖେଳାଳୀ ଗଙ୍ଗାଧର ପ୍ରଧାନଙ୍କୁ ମ୍ୟାନ ଅଫ ଦ ମ୍ୟାଚ ପ୍ରଦାନ କରାଯାଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!