Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ଫୁଟବଲ ଟୁର୍ଣ୍ଣାମେଣ୍ଟ, ଇଟାମାଟି ବିଜୟୀ

by ସଞ୍ଜୟ ସ୍ୱାଇଁ
January 16, 2020
in Lifestyle
ଇଟାମାଟି ଫୁଟବଲ ଟୁର୍ଣ୍ଣାମେଣ୍ଟ, ଇଟାମାଟି ବିଜୟୀ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଯଦୁମଣୀ ଆଥଲେଟିକ ଆସୋସିଏସନ ଦ୍ୱାରା ଆୟୋଜିତ ଇଙ୍କାମାଟି କପ ଫୁଟବଲ ଟୁନାମେଣ୍ଟ ଚତୁର୍ଥ ଦିବସରେ ଆଜି ଗୋପାଳପୁର ସ୍ପୋର୍ଟ୍ସ ଆସୋସିଏସନ ରଣପୁର ଏବଂ ଯଦୁମଣୀ ଆଥଲେଟିକ ଆସୋସିଏସନ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ପ୍ରଥମାର୍ଦ୍ଧରେ କେହି କାହାରିକୁ ଗୋଲ ଦେଇ ପାରିନଥିବା ବେଳେ ଦ୍ୱିତୀୟର୍ଦ୍ଧାରେ ଇଟାମାଟି ଦଳ ବିପକ୍ଷ ଦଳକୁ ୩ ଗୋଲ ଦେଇଥିବା ବେଳେ ଗୋପାଳପୁର ଦଳ ଗୋଟିଏ ଗୋଲ ଦେଇଥିଲା । ଖେଳରେ ଶୁଶାନ୍ତ କୁମାର ପ୍ରଧାନ ଶ୍ରେଷ୍ଠ ଖେଳାଳୀ ମନୋନୀତ ହୋଇଥଲେ । ଏହି ଖେଳରେ ମୁଖ୍ୟ ଅତିଥି ଇଙ୍କାମଟି ମେଡିକାଲ ଅଫିସର ରାଜେଶ କୁମାର ମିଶ୍ର, ସମ୍ମାନିତ ଅତିଥି ଭାବେ ଅଶେଷ କୁମାର ଦାଶ, କ୍ରିର୍ଷ୍ଣା କୁମାର ଅଗ୍ରୱାଲ, ଉମାକାନ୍ତ ମିଶ୍ର ପ୍ରମୂଖ ଯୋଗ ଦେଇଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!