Sunday, July 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ଫୁଟବଲ କପ, ଫାଇନାଲରେ ଜଟଣୀ

by ସଞ୍ଜୟ ସ୍ୱାଇଁ
January 17, 2020
in Sports
ଇଟାମାଟି ଫୁଟବଲ କପ, ଫାଇନାଲରେ ଜଟଣୀ
32
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଯଦୁମଣୀ ଆଥଲେଟିକ ଆସୋସିଏସନ ଦ୍ୱାରା ଆୟୋଜିତ ଇଙ୍କାମାଟି କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରଥମ ସେମିଫାଇନାଲରେ ଆଜି ମହାବୀର ସ୍ପୋର୍ଟ୍ସ କ୍ଲବ କୁହୁଡ଼ି ଏବଂ ଗୋଲଡେନ ଷ୍ଟାର କ୍ଲବ ଜଟଣି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ପ୍ରଥମାର୍ଦ୍ଧରେ ଜଟଣୀ ଦଳ ୨-୦ ଗୋଲରେ ଆଗୁଆ ରହି ବିଜୟ ଲାଭ କରିବା ସହ ଫାଇନାଲ ଖେଳିବାକୁ ସମର୍ଥ ହୋଇଛି । ଏହି ଖେଳରେ ମୁଖ୍ୟ ଅତିଥି ନୟାଗଡ଼ ଏଆରସିଏସ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଇଂ ସୁବାସ ଚନ୍ଦ୍ର ସ୍ୱାଇଁ, ଜିତେନ୍ଦ୍ର କୁମାର ସାହୁ, ପ୍ରହଲ୍ଲାଦ ଶାନ୍ତ ପ୍ରମୂଖ ଯୋଗ ଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!