Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ଫୁଟବଲ କପ, ଫାଇନାଲରେ ଇଟାମାଟି

by ସଞ୍ଜୟ ସ୍ୱାଇଁ
January 18, 2020
in Sports
ଇଟାମାଟି ଫୁଟବଲ କପ, ଫାଇନାଲରେ ଇଟାମାଟି
37
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଯଦୁମଣୀ ଆଥଲେଟିକ ଆସୋସିଏସନ ଦ୍ୱାରା ଆୟୋଜିତ ଇଟାମାଟି କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ସେମିଫାଇନାଲରେ ଆଜି ଯଦୁମଣୀ ଅଥଲେଟିକ ଆସୋସିଏସନ ଇଟାମାଟି ବନାମ ଏବଂ ମା କୋଳାଶୁଣୀ ଆଥଲେଟିକ ଆସୋସିଏସନ ଆରିକିମା ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ଇଟାମାଟି ଦଳ ୧-୦ ଗୋଲରେ ଆଗୁଆ ରହି ବିଜୟ ଲାଭ କରିବା ସହ ଫାଇନାଲ ଖେଳିବାକୁ ସମର୍ଥ ହୋଇଛି । ଏହି ଖେଳରେ ମୁଖ୍ୟ ଅତିଥି ଇଟାମାଟି ଥାନା ଅଧିକାରୀ ଶରତ କୁମାର ପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏଏସଆଇ ଶିବ ପ୍ରକାଶ ପ୍ରଧାନ, ଅଧ୍ୟାପକ ପ୍ରଶାନ୍ତ କୁମାର ରଥ ପ୍ରମୂଖ ଯୋଗ ଦେଇଥିଲେ । ଆଜିର ମ୍ୟାଚରେ ଶ୍ରେଷ୍ଠ ଖେଳାଳୀ ଭାବେ ଇଟାମାଟି ଦଳର ଆନନ୍ଦ କୁମାର ଘୋଷିତ ହୋଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!