Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁହୁଡ଼ି ୧-୦ ଗୋଲରେ ବିଜୟୀ

by ସଞ୍ଜୟ ସ୍ୱାଇଁ
January 13, 2020
in Sports
କୁହୁଡ଼ି ୧-୦ ଗୋଲରେ ବିଜୟୀ
24
VIEWS
Share on FacebookShare on Twitter

ଇଟାମାଟୀ ଫୁଟବଲ ଟୁନାମେଣ୍ଟ

ନୟାଗଡ଼, (ବାଘୁଆବାର୍ତ୍ତା): ଯଦୁମଣୀ ଆଥଲେଟିକ ଆସୋସିଏସନ ତରଫରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁନାମେଣ୍ଟଉଦଘାଟିତ ହୋଇଯାଇଛି । ସମାଜସେବୀ ସାଓରମଲ ଅଗ୍ରୱାଲ, ସ୍ଥାନୀୟ ସରପଂଚ ସୋନାଲିକା ମନ୍ଥନ, ସମିତି ସଭ୍ୟ ବବିତା ରାଣୀ ଜେନା, ଇଟାମାଟୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶୋକ ନାୟକ ପ୍ରମୂଖ ଅତିଥି ଭାବେ ଯୋଗ ଦେଇଥିଲେ । ଆଜିର ମ୍ୟାଚରେ ଆରକେ ଏକାଡେମୀ ନୟାଗଡ଼ ବନାମ ମହାବୀର ସ୍ପୋଟିଂ କ୍ଲବ କୁହୁଡ଼ି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ୧-୦ ଗୋଲରେ କୁହୁଡ଼ି ଦଳ ବିଜୟ ଲାଭ କରିଛି । ଖେଳ ପ୍ରତିନିଧି ଅମୀୟ ମୋହନ ସାହୁ ବିବରଣୀ ପ୍ରଦାନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!