Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକାଗ୍ରତା ରହିଲେ ବିଶ୍ୱ ବିଜେତା ହେବ : ଅରୁଣ

by ସଞ୍ଜୟ ସ୍ୱାଇଁ
January 19, 2020
in Education
ଏକାଗ୍ରତା ରହିଲେ ବିଶ୍ୱ ବିଜେତା ହେବ : ଅରୁଣ
31
VIEWS
Share on FacebookShare on Twitter

ମହାବୀର ଟିୟୁଟୋରିଆଲର ୨୨ ତମ ବାର୍ଷିକ ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଠାରେ ଅବସ୍ଥିତ ମହାବୀର ଟିୟୁଟୋରିଆଲର ୨୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ,ମତ୍ସ୍ୟ ଓ ପ୍ରାଣୀ ସଂପଦ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଏକାଗ୍ରତ ରହିଲେ ବିଶ୍ୱ ବିଜେତା ହେବ ବୋଲି ତାଙ୍କ ବକ୍ତବ୍ୟରେ କହିଛନ୍ତି । ଦୈନିକ ୨୪ ଘଣ୍ଟାରୁ ଏକ ଘଣ୍ଟା ଏଳାଗ୍ରତର ସହିତ ଯେକୈାଣସି କାର୍ଯ୍ୟ କରିବ ସେହି କାର୍ଯ୍ୟରେ ସମ୍ପୂର୍ଣ୍ଣ ସଫଳତା ପାଇବା ସହ ସାରା ବିଶ୍ୱକୁ ଜୟ କରି ହେବ । ସାଧାନା କର ସିଦ୍ଧି ଲାଭ କରିବ ବୋଲି ମନ୍ତ୍ରୀ ଡ. ସାହୁ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ କହିଥିଲେ । ଏକାଗ୍ରତ ପାଇଁ ମହାଭାରତରେ ବହୁ ବିରାଟ ଯୋଦ୍ଧା ଥିଲେ ମଧ୍ୟ ଅର୍ଜ୍ଜନ ହିଁ ଲାଖ ବିନ୍ଧି ପାରିଥିଲେ ବୋଲି ମନ୍ତ୍ରୀ ଉଦାହରଣ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶୋକ କୁମାର ନାୟକ ସଭାପତିତ୍ୱ କରିଥିବା ବେଳେ ଅନୁଷ୍ଠାନର ସଭାପତି ରାମକୃଷ୍ଣ ଅଗ୍ରୱାଲ, ଉପସଭାପତି ସାରଦା ପ୍ରସାଦ ରାଉତରାୟ, ସଂପାଦକ ନକୁଳ ଚନ୍ଦ୍ର ଦାଶ, ବଂଶୀଧର ମହାବିଦ୍ୟାଳୟର ଅଧ୍ୟାପକ ଦିବାକର ରାଉତ ପ୍ରମୂଖ ଉପସ୍ଥିତ ଥିଲେ । ଅନୁଷ୍ଠାନର ମୁଖପତ୍ର ଦର୍ଶନକୁ ମୁଖ୍ୟ ଅତିଥି ଉନ୍ମୋଚିତ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଅଭିନେତ୍ରୀ ଜୁଲି କାର୍ଯ୍ୟକ୍ରମରେ ଯୋଗ ଦେଇ ଉତ୍ସାହିତ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!