Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ଯୁବକଙ୍କୁ କଣାସ ଅଂଚଳରେ ହତ୍ୟା !

by ସଞ୍ଜୟ ସ୍ୱାଇଁ
January 15, 2020
in Breaking, Crime
ଇଟାମାଟି ଯୁବକଙ୍କୁ କଣାସ ଅଂଚଳରେ ହତ୍ୟା !
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଂଚଳର ଜଣେ ଯୁବକଙ୍କୁ କଣାସ ଅଂଚଳରେ ହତ୍ୟା କରା ଯାଇଥିବା ଅଭିଯୋଗ ହୋଇଛି । ସୂଚନାନୁସାରେ, ଇଟାମାଟି ଗ୍ରାମର ଶ୍ୟାମ ସୁନ୍ଦର ମହାରଣାଙ୍କ ପୁଅ ସଂଜୟ କୁମାର ମହାରଣା ମଙ୍ଗଳବାର ସକାଳୁ ନିଖୋଜ ଥିଲେ । ତାଙ୍କର ମୃତ ଦେହ କଣାସ ଥାନା ଅନ୍ତର୍ଗତ ମୋଟାରୀ ଷ୍ଟେସନଠାରୁ ୧ କିଲୋମିଟର ପୂର୍ବରୁ ଏକ ନିଛାଟିଆ ସ୍ଥାନରେ ପଡ଼ିଥିବା ଦେଖିବାକୁ ମିଳିଥିଲା । ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଏବଂ ହଣାଦାଗ ଥିବାରୁ ସଂମ୍ପର୍କୀୟମାନେ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରୁଛନ୍ତି । ତାଙ୍କୁ କୈାଣସି କାରଣରୁ ଅପହରଣ କରି ନିଆଯାଇ ହତ୍ୟା କରାଯାଇଥିବା ସନ୍ଦେହ ସୃଷ୍ଟି ହେଉଛି । ଅନ୍ୟପକ୍ଷେ ସଂଜୟ ନିଖୋଜ ଥିବା ନେଇ ଇଟାମାଟି ଥାନାରେ କୈାଣସି ଅଭିଯୋଗ ହୋଇନଥିବା ଆଇଆଇସି ଶରତ ଚନ୍ଦ୍ର ପାତ୍ର କହିଛନ୍ତି ।  ପ୍ରକାଶ ଯୋଗ୍ୟ, ସଂଜୟ ନୟାଗଡ଼ ସହରର ଏକ ବ୍ୟାଟେରୀ ଦୋକାନରେ କାମ କରୁଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!