Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଉପକାରାଗାରରେ ୫୧ କରୋନା ଆକ୍ରାନ୍ତ !

by ସଞ୍ଜୟ ସ୍ୱାଇଁ
May 18, 2021
in Nayagarh
ନୟାଗଡ଼ ଉପକାରାଗାରରେ ୫୧ କରୋନା ଆକ୍ରାନ୍ତ !
832
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସ୍ଥିତି ଗମ୍ଭୀର ହେବାକୁ ବସିଛି । ଆଜି ନୟାଗଡ଼ ଉପକାରାଗାରରୁ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆଣ୍ଟିଜେନ ପରୀକ୍ଷାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦ରୁ ଉଦ୍ଧ୍ୱର୍ ବ୍ୟକ୍ତିଙ୍କ ଆରଟିପିସିଆର୍ ପରୀକ୍ଷା ପାଇଁ ପଠାଯାଇଛି । ନୟାଗଡ଼ ଉପକାରାଗାରରେ ଶତାଧିକ ବିଚାରଧିନ ବନ୍ଦୀ ଥିବା ବେଳେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବା ପରିସ୍ଥିତିକୁ ଜଟିଳ କରି ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!