Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ଆଶାସାଥୀ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

by ସଞ୍ଜୟ ସ୍ୱାଇଁ
February 10, 2020
in Nayagarh
ନୟାଗଡ଼ ଜିଲ୍ଲା ଆଶାସାଥୀ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ
25
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶା ରାଜ୍ୟ ଆଶାସାଥୀ ସଂଘ ତଥା ଭାରତୀୟ ମଜଦୁର ସଂଘ ସହିତ ସଂଲଗ୍ନ ନୟାଗଡ଼ ଜିଲ୍ଲା ଆଶାସାଥୀ ସଂଘ ପକ୍ଷରୁ ଆଜି ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟଙ୍କୁ ଏକ ଦାବିପତ୍ର ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଆଶାସାଥୀମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ, କେନ୍ଦ୍ର ସରକାରଙ୍କ ଘୋଷଣା ଅନୁସାରେ ମାସିକ ୬ହଜାର ଟଙ୍କା ପ୍ରଦାନ, ଆଶାସାଥୀମାନଙ୍କର ୟୁନିଫର୍ମ ଲାଗୁ କରିବା ଏବଂ ସେମାନଙ୍କ କାର୍ଯ୍ୟଦକ୍ଷତା କରିବା ପାଇଁ ଟ୍ରେନିଂ ଦିଆଯିବା, ଏଥିସହିତ ୧୩ବର୍ଷ ଧରି ଆଶା ଓ ଆଶାସାଥୀ ଭାବେ କାର୍ଯ୍ୟ କରିଆସୁଥିବାରୁ ସେମାନଙ୍କୁ ବୀମା ଓ ମୃତ୍ୟୁକାଳୀନ ସହାୟତା ରାଶି ପ୍ରଦାନ କରିବା ନିମନ୍ତେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଜିଲ୍ଲା ସାଧାରଣ ସମ୍ପାଦିକା ସୁମିତା ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଉକ୍ତ ଦାବିଗୁଡ଼ିକ ପୂରଣ କରିବା ସହିତ ଏଥିନିମନ୍ତେ ପଦକ୍ଷେପ ଗ୍ରହଣ କରିବା ପାଇଁ ସଂଘ ତରଫରୁ ଦାବି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!