Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୃଷ୍ଟିହୀନଙ୍କୁ କଙ୍ଗାରୁକୋର୍ଟରେ ବାସନ୍ଦ

by ସଞ୍ଜୟ ସ୍ୱାଇଁ
January 6, 2020
in Society
ଦୃଷ୍ଟିହୀନଙ୍କୁ କଙ୍ଗାରୁକୋର୍ଟରେ ବାସନ୍ଦ
15
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା କଣ୍ଟିଲୋ ଗ୍ରାମର କେଉଟସାହିର ସୋମନାଥ ଦଳେଇ ନାମକ ଜଣେ ଦୃଷ୍ଟିହୀନ ବ୍ୟକ୍ତିଙ୍କୁ କଙ୍ଗାରୁକୋର୍ଟରେ ବାସନ୍ଦ କରାଯାଇଥିବା ନେଇ ଆଜି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ୨୦୧୭-୧୮ ମସିହାରେ ସାହିରେ ଏକ ଭାଗବତ ଟୁଙ୍ଗି ନିର୍ମାଣ ପାଇଁ ଟଙ୍କା ଆସିଥିଲା । ଏହି ଭାଗବତ ଟୁଙ୍ଗିକୁ ଦୃଷ୍ଟିହୀନ ସୋମନାଥଙ୍କ ଘର ସାମନାରେ ନିର୍ମାଣ କରାଯିବା ନେଇ କାମ ଆରମ୍ଭ ହୋଇଥିଲା । ମାତ୍ର ସେ ଏହାର ବିରୋଦ୍ଧ କରିବାକୁ ତାଙ୍କୁ ସାହିରୁ କିଛି ଅସାମାଜିକ ବ୍ୟକ୍ତିଙ୍କ ଦ୍ୱାରା ଅନୁଷ୍ଠିତ କଙ୍ଗାରୁକୋର୍ଟ ତାଙ୍କ ପରିବାରକୁ ବାସନ୍ଦ କରିଥିବା ଅଭିଯୋଗ ହୋଇଛି । ଅନ୍ୟପକ୍ଷେ ଏହା ପଛରେ ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଭୂମିକା ରହିଥିବା ନେଇ ସୋମନାଥ କହିଛନ୍ତି । ପୂର୍ବରୁ ଘଟଣା ସଂମ୍ପର୍କରେ କଣ୍ଟିଲୋ ଫାଣ୍ଡିଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ସେ ଅଭିଯୋଗ କରିଥିଲେ ମଧ୍ୟ କେହି ତାଙ୍କୁ ନ୍ୟାୟ ଦେଉନଥିବା ସେ କହିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!