Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉନ୍ନୟନ ମୂଳକ କାର୍ଯ୍ୟ, ପାନୀୟ ଜଳ ଓ କରୋନା ସଂକ୍ରମଣକୁ ନେଇ ଆଲୋଚନା

by Anil Panda
May 18, 2020
in Planning and Development
ଉନ୍ନୟନ ମୂଳକ କାର୍ଯ୍ୟ, ପାନୀୟ ଜଳ ଓ କରୋନା ସଂକ୍ରମଣକୁ ନେଇ ଆଲୋଚନା
29
VIEWS
Share on FacebookShare on Twitter

ଖଣ୍ଡପଡ଼ା ପଂଚାୟତ ସମିତି ବୈଠକ

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଳକ ସମ୍ମିଳନୀ କକ୍ଷରେ ସୋମବାର ପୂର୍ବାହ୍ନରେ ପଂଚାୟତ ସମିତିର ୯ମ ସାଧାରଣ ବୈଠକ ବ୍ଳକ ଅଧ୍ୟକ୍ଷ ମନୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ବିଧାୟକ ସୈାମ୍ୟରଂଜନ ପଟ୍ଟନାୟକ, ବିଡିଓ ପ୍ରମୋଦ କୁମାର ନାୟକ, ଏବିଡିଓ ଦୁର୍ଗାମାଧବ ରଥ, ବ୍ଳକ ପ୍ରଶାସନର ବରିଷ୍ଠ ଅଧିକାରୀଗଣ, ପଂଚାୟତସ୍ତରୀୟ ଲୋକପ୍ରତିନିଧି ଓ ବିଭିନ୍ନ ବିଭାଗର ପଦସ୍ଥ ଅଧିକାରୀମାନେ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବ୍ଳକ ପ୍ରଶାସନ ପକ୍ଷରୁ ସମସ୍ତ ପଂଚାୟତରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସଂପର୍କରେ ଆଲୋଚନା କରାଯାଇଥିଲା । ସମସ୍ତ ଉନ୍ନୟନମୂଳକ କାର୍ଯ୍ୟ ସରପଂଚ, ସମିତିସଭ୍ୟ, ସଭ୍ୟା ଓ ବ୍ଳକ ଅଧ୍ୟକ୍ଷଙ୍କ ନିଷ୍ପତି ଅନୁଯାୟୀ କରାଯିବ ବୋଲି ଆଲୋଚନାରେ ଅଂଶଗ୍ରହଣ କରି ବିଧାୟକ ମତ ଦେଇଥିବା ବେଳେ ସମସ୍ତେ ଏହାକୁ ସ୍ୱାଗତ କରିଥିଲେ । ସେହିପରି ପାନୀୟ ଜଳ ସମସ୍ୟାର ସମାଧାନ, ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଉପରେ ସଚେତନତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତ୍ୟେକ ପଂଚାୟତରୁ ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରି ରାସନକାର୍ଡ ପ୍ରଦାନ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । ଶାନ୍ତିପୂର୍ଣ୍ଣ ଭାବେ ବୈଠକ ଶେଷ ହୋଇଥିବା ଜଣାପଡିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!