Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋସକା ଫାଣ୍ଡି ଅଧିକାରୀଙ୍କ ମାଡ଼ରେ ଜଣେ ଗୁରୁତର, ଉତେଜନା

by Anil Panda
August 3, 2020
in Crime, Nayagarh
କୋସକା ଫାଣ୍ଡି ଅଧିକାରୀଙ୍କ ମାଡ଼ରେ ଜଣେ ଗୁରୁତର, ଉତେଜନା
627
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଏକ ଜମିବାଡି ମାମଲାକୁ କେନ୍ଦ୍ର କରି କୋସକା ଫାଣ୍ଡି ଅଧିକାରୀ ନିକଟସ୍ଥ ଗୈାଡ଼ପାଟଣା ଗ୍ରାମର ରମେଶ ଚନ୍ଦ୍ର ସାହୁଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ମାଡ଼ରେ ରମେଶ ଗୁରୁତର ଆହତ ହୋଇ ଆଶୁ ଚିକିତ୍ସା ନିମନ୍ତେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତୀ ହୋଇଥିବା ଜଣାଯାଇଛି । ଏହି ଘଟଣାକୁ ନେଇ ବଳଭଦ୍ରପ୍ରସାଦ, ଗୈାଡ଼ପାଟଣା ଗ୍ରାମର ୫୦ରୁ ଉର୍ଦ୍ଧ ବ୍ୟକ୍ତି ରବିବାର ଅପରାହ୍ନରେ କୋସକା ଫାଣ୍ଡି ପରିସରରେ ପହଁଚି ପାଟିତୁଣ୍ଡ କରିବା ସହ ସଂପୃକ୍ତ ଫାଣ୍ଡି ଅଧିକାରୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ଘଟଣାକୁ ନେଇ ସୋମବାର ଦିନତମାମ ଫାଣ୍ଡି ପରିସରରେ ଉତେଜନା ପ୍ରକାଶ ପାଇଥିଲା । ଖବରପାଇ ଖଣ୍ଡପଡ଼ା ଥାନା ଆଇଆଇସି ବିମଳ କୁମାର ମଲ୍ଲିକ ସଦଳବଳେ ଘଟଣାସ୍ଥଳରେ ପହଁଚି ଉତ୍ୟକ୍ତ ଜନସାଧାରଣଙ୍କୁ ବୁଝାଶୁଝା କରିବାରେ ପରିସ୍ଥିତି ଶାନ୍ତ ପଡିଥିବା ଜଣାଯାଇଛି । ଅପରପକ୍ଷେ କୋସକା ଫାଣ୍ଡି ଅଧିକାରୀଙ୍କୁ ତୁରନ୍ତ ଅନ୍ୟତ୍ର ବଦଳି ଦାବିରେ କୋସକା, କୁମ୍ଭାରପଡା, ବଳଭଦ୍ରପ୍ରସାଦ, ରୟତଢୋଲମରା ପ୍ରଭୃତି ୪ଟି ପଂଚାୟତବାସୀ ଦାବି କରିଛନ୍ତି । ନୟାଗଡ଼ ଏସପି ଘଟଣାରେ ହସ୍ତକ୍ଷେପ କରିବାକୁ ସାଧାରଣରେ ଦାବିହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!