Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ଦୋକାନରୁ ଚୋରୀ ଅଭିଯୋଗ

by Anil Panda
June 22, 2020
in Breaking, Crime
ମଦ ଦୋକାନରୁ ଚୋରୀ ଅଭିଯୋଗ
26
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହର ମଧ୍ୟରେ ଥିବା ଏକ ମଦ ଦୋକାନରୁ ଗତକାଲି ରାତିରେ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାର ଛାନଭିନ୍ ଚଳାଇଥିବା ବେଳେ ଚୋରୀ ପଛରେ କିଛି ଜଣାଶୁଣା ବ୍ୟକ୍ତିଙ୍କ ହାତ ଥିବା ସନ୍ଦେହ ସୃଷ୍ଟି ହୋଇଛି । ସୂଚନାନୁସାରେ, ନୟାଗଡ଼ ପୁରୁଣା ବସଷ୍ଟାଣ୍ଡ ପାଖରେ ଥିବା ଶକ୍ତି ପ୍ରସାଦ ମିଶ୍ରଙ୍କ ମଦ ଦୋକାନରୁ ରାତିରେ ୫ ଲକ୍ଷ ଟଙ୍କା ଚୋରୀ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦୋକାନ ଭିତର ସିଲିଂ କଣା କରି ଚୋରୀ କରାଯାଇଥିବା ସନ୍ଦେହ ପ୍ରକାଶ ପାଇଛି । ଅନ୍ୟପକ୍ଷେ ଦୋକାନ ସିସି ଟିଭି ବନ୍ଦ ଥିବାରୁ ଘଟଣାକୁ ଅଧିକ ସନ୍ଦେହ ଭିତରକୁ ଟାଣି ନେଇଛି । ଘଟଣାସ୍ଥଳରେ ଟାଉନଥାନା ଅଧିକାରୀ ଜୟଦୀପ ମହାନ୍ତି, ଏସଆଇ ଧମେନ୍ଦ୍ର ଶିଆଳ, ସ୍ମୃତି ରଂଜନ ମହାନ୍ତି ତଦନ୍ତ ଚଳାଇଛନ୍ତି । ଚୋର କିଭଳି ଦୋକାନରେ ପ୍ରବେଶ କରିଛି ତାକୁ ପୁଲିସ ପ୍ରାଥମିକ ଭାବେ ଦେଖିବା ସହ ଅନୁସନ୍ଧାନ ଚଳାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!