Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍କଳ ଗୌରବଙ୍କ ୧୭୩ତମ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
April 28, 2020
in Literature
ଉତ୍କଳ ଗୌରବଙ୍କ ୧୭୩ତମ ଜୟନ୍ତୀ ପାଳିତ
49
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ସ୍ଥପତି ତଥା ଓଡ଼ିଆ ଜାତିର ପ୍ରାଣ ପ୍ରତିଷ୍ଠାତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୩ତମ ଜୟନ୍ତୀ ଭାରତ ବିକାଶ ପରିଷଦ,ନୟାଗଡ଼ ଶାଖା ପକ୍ଷରୁ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି । ଏ ନେଇ ଆଜି ବିକାଶ ପରିଷଦ ପକ୍ଷରୁ ସ୍ଥାନୀୟ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ମଧୁସୂଦନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ପ୍ରଚଣ୍ଡ ସ୍ୱାଭିମାନୀ ମଧୁବାବୁଙ୍କ ଭୂମିକା ସଂପର୍କରେ ଆଲୋଚନା କରାଯାଇଥିଲା । ଓଡ଼ିଶାର ପ୍ରଥମ ଏମ.ଏ, ପ୍ରଥମ ଏଲ.ଏଲ.ବି, ପ୍ରଥମ ବାରିଷ୍ଟର,ପ୍ରଥମ ଓଡ଼ିଆ ଓକିଲ ତଥା ପ୍ରଥମ ଗ୍ରାଜୁଏଟ ଭାବେ କୁଳବୃଦ୍ଧ ମଧୁସୂଦନ ସମଗ୍ର ଓଡ଼ିଆ ଜାତିର ସ୍ୱଭିମାନର ପ୍ରତୀକଭାବେ ଘରେ ଘରେ ପରିଚିତ ବୋଲି ଉପସ୍ଥିତ ସଦସ୍ୟମାନେ ମତବ୍ୟକ୍ତ କରିଥିଲେ । ସାମାଜିକ ଦୂରତାକୁ ରକ୍ଷା କରି ଭାରତ ବିକାଶ ପରିଷଦ ପକ୍ଷରୁ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ପ୍ରଦୀପ ସାହୁ, ବିଦ୍ୟାଧର ଆଚାର୍ଯ୍ୟ, ଶ୍ରୀଧର ସାହୁ, ସାହିତ୍ୟିକ ନିର୍ମଳ ଶୂରଦେଓ ଏବଂ ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!