Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଧ୍ୟଖଣ୍ଡକୁ ୭ ଦିନ ସଟ୍‌ଡାଉନ୍ କଲେ ସରପଂଚ

by Anil Panda
August 4, 2020
in Breaking, Feature News, Nayagarh
ମଧ୍ୟଖଣ୍ଡକୁ ୭ ଦିନ ସଟ୍‌ଡାଉନ୍ କଲେ ସରପଂଚ
804
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ମଧ୍ୟଖଣ୍ଡରୁ ୩ ଦିନ ଭିତରେ ବ୍ୟାପକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କୈାଣସି ସୂଚନା ଦିଆଯାଇ ନାହିଁ । ମାତ୍ର ଏହି ଘଟଣାରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ମଧ୍ୟଖଣ୍ଡ ସରପଂଚ ପଂଚାୟତକୁ ୭ ଦିନିଆ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ସରପଂଚଙ୍କ ସୂଚନା ମୁତାବକ, ଏହି ପଂଚାୟତର ଏକଚାଳିଆ ସାହି, ବାଲିସାହି, ପାଟଣାସାହି ଏବଂ ବଡ଼ସାହିରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ୪ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ପଂଚାୟତକୁ ସଟ୍‌ଡାଉନ୍ କରାଯିବା ସହ ନାକାବନ୍ଦୀ କରାଯାଇଛି । ଏହି ସାତ ଦିନ ମଧ୍ୟରେ ସମସ୍ତ ଜନସାଧାରଣ ଗୃହ ସଂଗରୋଧରେ ରହିବାକୁ ସରପଂଚ ଘୋଷଣା କରିଥିବା ବେଳେ ନିୟମ ଉଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି । ଏନେଇ ସରପଂଚ ନୟାଗଡ଼ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ବିଡିଓ ଏବଂ ଥାନା ଅଧିକାରୀଙ୍କୁ ଅବଗତ କରିଥିବା ଜଣାଯାଇଛି ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!