Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କ ପ୍ରାପ୍ୟ ନଦେଇ କମ୍ପାନୀ ଛୁ

by Anil Panda
August 3, 2020
in Breaking, Nayagarh
ମହିଳାଙ୍କ ପ୍ରାପ୍ୟ ନଦେଇ କମ୍ପାନୀ ଛୁ
1.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ୭ବର୍ଷରୁ ଉର୍ଦ୍ଧ ସମୟ ଧରି କାର୍ଯ୍ୟ କରୁଥିବା ମହିଳାଙ୍କ ସହ ଖେଳ ଖେଳିଛି ଫେଡ୍‌କୋ କମ୍ପାନୀ । ଖରା ତରାରେ ଖଟି କମ୍ପାନୀ ପାଇଁ କାମ କରିବା ପରେ ଶେଷରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଚୂନ ମାରି ଛୁ ମାରିଛି କମ୍ପାନୀ । ସୂଚନାନୁସାରେ, ଫେଡ୍‌କୋ କର୍ତ୍ତର୍ୃପକ୍ଷ ବିଦ୍ୟୁତ ବିଲ ଆଦାୟ କରୁଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନଙ୍କୁ ଗତ ୭ମାସର ବକେୟା ପ୍ରାପ୍ୟ ପ୍ରଦାନ ନକରି ପଳାଇ ଯାଇଥିବା ଜଣାପଡ଼ିଛି । ଜୁଲାଇ ମାସ ଆରମ୍ଭରୁ ଟିପିସିଓଡିଏଲ କର୍ତ୍ତୁପକ୍ଷ ଦାୟିତ୍ୱ ନେବା ପରେ ଏବେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଫେଡକୋ କମ୍ପାନୀ କର୍ତୃପକ୍ଷଙ୍କ ଠାରୁ ବକେୟା ପ୍ରାପ୍ୟ ଆଉ କେବେ ପାଇବେ ଏ ନେଇ ଅନିଶ୍ଚିତତା ଦେଖାଦେଇଛି । ଜିଲ୍ଲାର ୮ଟି ବ୍ଳକ ଅଂଚଳ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଫେଡ୍‌କୋ କମ୍ପାନୀ କର୍ତ୍ତୃପକ୍ଷଙ୍କ ଅଧିନରେ କାର୍ଯ୍ୟ କରୁଥିବାବେଳେ ଏବେ ବକେୟା ପ୍ରାପ୍ୟ ନପାଇ ହତାସ ହୋଇଥିବା ଜଣାଯାଇଛି । ବକେୟା ପ୍ରାପ୍ୟ ପାଇବାରୁ ବଂଚିତ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଆଜି ନୟାଗଡ଼ ନିକଟସ୍ଥ ପାଣିପୋଇଲା ବଙ୍ଗଳାଠାରେ ଏକତ୍ରୀତ ହୋଇ ଏ ସଂପର୍କରେ ଆଲୋଚନା କରିଥିବା ଜଣାଯାଇଛି । ଏନେଇ ସେମାନେ ଜିଲ୍ଲା ପ୍ରଶାସନ ନିକଟରେ ଦାବିପତ୍ର ପ୍ରଦାନ କରିଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!