Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ : ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
November 7, 2019
in Sports, State
37
VIEWS
Share on FacebookShare on Twitter

ଭଲ ପଢିଲେ, ଭଲପିଲା ହେବନାହିଁ : ମନ୍ତ୍ରୀ

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ପଠାଣୀ ସାମନ୍ତ ଅଡିଟୋରିୟମ୍ ଠାରେ ନୟାଗଡ଼ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୧୯ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇଥିବା ବେଳେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ପୁର୍ବତନ ବ୍ଲକ୍ ଶିକ୍ଷାଅଧିକାରୀ ଦାମୋଦର ଖିଲାର ଓ ବ ର୍ମାନର ବ୍ଲକ୍ ଶିକ୍ଷାଅଧିକାରିଣୀ ଗୀତାଞ୍ଜଳି ସାହୁ ପ୍ରମୁଖ ଯୋଗ ଦେଇଥିଲେ । ଏହି ଉପଲକ୍ଷେ ଡ. ସାହୁ ଛୋଟ ଛୋଟ ପିଲାମାନଙ୍କୁ ବିଭିନ୍ନ ଟିପ୍ସ ଦେଇଥିଲେ । ପିଲାମାନେ ଭଲ ପାଢ ପଢିଲେ ଅଧିକ ମାର୍କରଖିଲେ ଭଲପିଲାଟିଏ ହେବନାହିଁ ବୋଲି ବକ୍ତବ୍ୟ ରଖିଥିଲେ । ଶିକ୍ଷକମାନେ ହେଉଛନ୍ତି ମନୁଷ୍ୟ ତିଆରି କାରଖାନା । ୯ବର୍ଷ ବୟସ ଭିତରେ ଶିଶୁମାନଙ୍କୁ ଯେଉଁସବୁ ଶିକ୍ଷା ଦିଆଯାଇଥାଏ ତାହା ଅତି ଗ୍ରହଣିୟ ହୋଇଥାଏ । ପିଲାମାନଙ୍କୁ ଶାରୀରିକ ବିଜ୍ଞାନ, ଖେଳ, ଚିତ୍ର, ସାହିତ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯିଏ ଯେଉଁଥିରେ ପାରଦର୍ଶିତା ସେ ସେହି କାର୍ଯ୍ୟରେ ଯେପରି ନିୟୋଜିତ ରହିବ ସେଥିପ୍ରତି ଶିକ୍ଷକମାନଙ୍କୁ ବା ର୍ା ଦେଇଥିଲେ । ସମୟକୁ ଅପଚୟ ନକରି ପିଲାମାନଙ୍କ ପାଖରେ ଥିବା ଅନ୍ତର୍ନିହିତ ଗୁଣକୁ ପରିପ୍ରକାଶ କରାଇଲେ ସୁରଭିର ଉଦ୍ଦେଶ୍ୟ ପୂର୍ଣ୍ଣ ହେବ । ଜିଲ୍ଲାପାଳ ଡ. ପୋମା ଟୁଡୁ ଛୋଟ ଛୋଟ ଶିଶୁମାନଙ୍କର ପାଢପଢିବା ପ୍ରତି କିପରି ଆଗ୍ରହ ରହିବ ବକ୍ତବ୍ୟ ରଖିବା ସାହିତ ଶିକ୍ଷକ ଶିକ୍ଷୟତ୍ରୀମାନେ ଯତ୍ନବାନ ହେବା ଆବଶ୍ୟକ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୃତି ପ୍ରତିଯୋଗିମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଆସନ୍ତା ୧୧ ତାରିଖରେ ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜଣାପଡିଛି । ଶିକ୍ଷକ ଶେଖ୍ ଅବ୍ଦୁଲ ଖାଲିକ୍ ମ ପରିଚାଳନା କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!