Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରଙ୍କୁ ଆକ୍ରମଣ ଘଟଣା, ଦ୍ୱିତୀୟ ଦିନରେ ନୀରବ ପ୍ରତିବାଦ

by ସଞ୍ଜୟ ସ୍ୱାଇଁ
June 11, 2025
in Nayagarh
ଡାକ୍ତରଙ୍କୁ ଆକ୍ରମଣ ଘଟଣା, ଦ୍ୱିତୀୟ ଦିନରେ ନୀରବ ପ୍ରତିବାଦ
259
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ମା ଓ ଗର୍ଭସ୍ଥ ଶିଶୁ ମୃତ୍ୟୁ ଘଟଣା ଦିନ ଡାକ୍ତରଙ୍କୁ ଆକ୍ରମଣ ଘଟଣାକୁ ନେଇ ଓଡ଼ିଶା ମେଡିକାଲ ସେବା ସଂଘ ନୟାଗଡ଼ ଶାଖା ପକ୍ଷରୁ ନୀରବ ପ୍ରତିବାଦ ଦ୍ୱିତୀୟ ଦିନରେ ପହଞ୍ଚିଛି । ଡାକ୍ତରମାନେ ଡ୍ୟୁଟି ସାରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ପୁଣି ନୀରବ ପ୍ରତିବାଦରେ ବସିଛନ୍ତି । ଡାକ୍ତରଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ଗିରଫ ପାଇଁ ସଂଘ ଦାବିରେ ଅଟଳ ରହିଛି । ଭାରତୀୟ ଚିକିତ୍ସକ ସଂଘ ସଦସ୍ୟ ଡା. ଗୋବିନ୍ଦ ଚନ୍ଦ୍ର ନାୟକଙ୍କ ସମେତ ଓଡ଼ିଶା ମେଡିକାଲ ସେବା ସଂଘ ଜିଲ୍ଲା ସଭାପତି ଡା. ବି ସୂର୍ଯ୍ୟା ରାଓ, ସମ୍ପାଦକ ପ୍ରଦୀପ ପାଇକରାୟ, ବରିଷ୍ଠ ଡାକ୍ତର ସିଦ୍ଧାର୍ଥ ଦାଶ, ଶତୃଘ୍ନ ନାୟକ, ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରସନ୍ନ ପ୍ରସାଦ ସାହୁଙ୍କ ସମେତ ଜିଲ୍ଲାର ବହୁ ଡାକ୍ତର ସାମିଲ ହୋଇଥିଲେ । ଯଦି ତୁରନ୍ତ କାର‌୍ୟ୍ୟାନୁଷ୍ଠାନ ନହୁଏ ବହୁତ୍ ଶିଘ୍ର ଏହା ରାଜ୍ୟ ବ୍ୟାପି ଚାଲିବ ସୂଚନା ମିଳିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!