Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଆରା ବିଧାୟକ ଅରୁଣ, ସକାଳେ ପ୍ରତିଶୃତି ସଂନ୍ଧ୍ୟାରେ କାମ

by ସଞ୍ଜୟ ସ୍ୱାଇଁ
January 29, 2023
in Feature News
ନିଆରା ବିଧାୟକ ଅରୁଣ, ସକାଳେ ପ୍ରତିଶୃତି ସଂନ୍ଧ୍ୟାରେ କାମ
467
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଆଜି ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଧାପୁର ଗ୍ରାମକୁ ଯାଇଥିଲେ । ବିଧାୟକଙ୍କ ନିକଟରେ ଗ୍ରାମବାସୀ ଏକ ଦାବି ରଖିଥିଲେ । ଶରଧାପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ନଳକୂପ ଖନନ କରିବାକୁ ଗ୍ରାମବାସୀ ସକାଳୁ ବିଧାୟକଙ୍କ ଦୃଷ୍ଟିକୁ ଆଣିଥିଲେ । ବିଧାୟକଙ୍କ ନିର୍ଦ୍ଦେଶରେ ଆଜି ଅପରାହ୍ନରେ ନଳକୂପ ଖନନ ଆରମ୍ଭ ହୋଇଥିବା ଗ୍ରାମବାସୀଙ୍କ ସୁତ୍ରରୁ ଜଣାଯାଇଛି । ଏଭଳି ନିଆରା କାର୍ଯ୍ୟଶୈଳୀ ପାଇଁ ବିଧାୟକ ଡ. ସାହୁ ଲୋକମୁଖରେ ପ୍ରଶଂସିତ ବୋଲି ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!