Thursday, March 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ବ୍ଲକ୍ : ମହାତ୍ମାଗାନ୍ଧି ଜନଶୁଣାଣୀ ଶିବିର

by ସଞ୍ଜୟ ସ୍ୱାଇଁ
November 13, 2019
in Nayagarh
28
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ବ୍ଲକ୍ ମହାତ୍ମାଗାନ୍ଧି ଜାତୀୟ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ଏହି ଶିବିର ହୋଇଛି । ଏଥିରେ ସମସ୍ତ ପଞ୍ଚାୟତର ଜନପ୍ରତିନିଧି ଓ ସାଧାରଣ ଜନତା ଯୋଗଦେଇ ଆପତି ଅଭିଯୋଗ ଜଣାଇଛନ୍ତି । ପଞ୍ଚାୟତମାନଙ୍କରେ ହୋଇଥିବା କାର୍ଯ୍ୟର ଜନଶୁଣାଣୀ କରାଯାଇଛି । ଏଥିରେ ନୟାଗଡ଼ ବ୍ଲକ୍ ଅଧ୍ୟକ୍ଷା ଗୋଲାପ ଦଳବେହେରା, ଉପାଧ୍ୟକ୍ଷ ସୁବାଶ ଚନ୍ଦ୍ର କହଁର, ଅର୍ଥ ବିଭାଗର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମନୋରଞ୍ଜନ ହୋତା, ନୟାଗଡ଼ ବିଡିଓ ମନୋଜ କୁମାର ପାତ୍ର, ନୟାଗଡ଼ ବ୍ଲକ୍ ଏପିଓ ମିଟନ କୁମାର ମହାପାତ୍ର, ସାମାଜିକ ସମୀକ୍ଷକ ବିଜୟ କୁମାର ବଳିୟାରସିଂ, ସୋସିଆଲ ଅଡିଟର ପ୍ରକାଶ ବଳିୟାରସିଂ ପ୍ରମୁଖ ଉପସ୍ଥିତ ଅଛନ୍ତି । ବ୍ଲକ୍ର ସମସ୍ତ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ ଓ ସାଧାରଣ ଜନତା ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ଆଗେଇ ନେଉଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!