Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଦଯାପିତ ହେଲା ନାଟ୍ୟ ମହୋତ୍ସବ

by ସଞ୍ଜୟ ସ୍ୱାଇଁ
March 7, 2021
in Feature News
ଉଦଯାପିତ ହେଲା ନାଟ୍ୟ ମହୋତ୍ସବ
144
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ନାଟ୍ୟଧାରା ଏବଂ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୁଲ୍ୟରେ ଆୟୋଜିତ ନାଟ୍ୟ ମହୋତ୍ସବ-୨୦୨୧ ଆଜି ଉଦ୍ୟାପିତ ହୋଇଯାଇଛି । ଉଦ୍ୟାପନି ସଂନ୍ଧ୍ୟାରେ ଅତିଥି ଭାବେ ପୈାର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ନାଟ୍ୟକାର ନବୀନ ପରିଡ଼ା, ଶରତ ମାଝୀ ଏବଂ ନିଜେ ପ୍ରଜ୍ଞା ରଞ୍ଜନ ଖଟୁଆ ଉପସ୍ଥିତ ରହି ନାଟକ ଏବଂ ନୟାଗଡ଼ରେ ପ୍ରଚଳିତ ନାଟ୍ୟ ଧାରା ସଂମ୍ପର୍କରେ ବକ୍ତବ୍ୟ ରଖଥିଲେ । ଏହି ଅବସରରେ ଲୋକନୃତ୍ୟକୁ ସମଗ୍ର ରାଜ୍ୟରେ ପରିଚିତ କରିଥିବା ନୟାଗଡ଼ ଡିଆଁପଡ଼ା ଗ୍ରାମର ନାଟ୍ୟ ବ୍ୟକ୍ତିତ୍ୱ ଭିକ୍ଷାକାରୀ ମହାପାତ୍ରଙ୍କ ଉଦ୍ଦେଶ୍ୟରେ ତାଙ୍କ ପୁଅ ବିଜୟ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ନାଟ୍ୟଧାର ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ଲକ୍ଷ୍ମୀଦର ମହାପାତ୍ର ଏବଂ ନିର୍ଦ୍ଦେଶକ ଡ. ବିଜୟ କୁମାର ଚୈାଧୁରୀ ପ୍ରମୂଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!