Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂତନ ସ୍ଥାନ ଏବଂ ନୂଆ ମଞ୍ଚ ଦର୍ଶକଙ୍କୁ ଟାଣି ଆଣିବାରେ ସକ୍ଷମ ହୋଇଛି

by ସଞ୍ଜୟ ସ୍ୱାଇଁ
June 7, 2023
in Literature, Nayagarh
ନୂତନ ସ୍ଥାନ ଏବଂ ନୂଆ ମଞ୍ଚ ଦର୍ଶକଙ୍କୁ ଟାଣି ଆଣିବାରେ ସକ୍ଷମ ହୋଇଛି
222
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ମାଟି ମଞ୍ଚ ନାଟକ କ୍ଷେତ୍ରରେ ବେଶ ପୂରତନ । ବର୍ଷର ବିଭିନ୍ନ ସମୟରେ ବିଭିନ୍ନ ନାଟ୍ୟ ଅନୁଷ୍ଠାନ ଦ୍ୱାରା ମଞ୍ଚ ନାଟକ ପରିବେଷଣ କରାଯାଉଥିବା ବେଳେ ଏବେ ଏକ ନୂଆ ପରମ୍ପରା ସୃଷ୍ଟି ହୋଇଛି । ବଲାଙ୍ଗୀ ପାର୍କ ପରିସରରେ ନିର୍ମାଣ ହୋଇଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିବା ମଞ୍ଚ ନାଟକ ସହସ୍ରାଧିକ ଦର୍ଶକଙ୍କୁ ବାନ୍ଧି ରଖିବାରେ ସମର୍ଥ ହୋଇଛି ।

ଏନେଇ ବରିଷ୍ଠ ନାଟ୍ୟକାର ବିଶ୍ୱନାଥ ମହାପାତ୍ରଙ୍କ ମତରେ ନୟାଗଡ଼ରେ ପୂର୍ବରୁ ପରିବେଷିତ ହୋଇଥିବା ନାଟକ ଗୁଡ଼ିକ ଏଭଳି କ୍ଷେତ୍ର ପାଇନଥିଲା । ସ୍ୱତନ୍ତ୍ର ଭାବେ ଚୟନ କଳାକାର । ଆବଶ୍ୟକ ପ୍ରଚାର ଓ ପ୍ରସାର । ସବୁ କ୍ଷେତ୍ରରୁ ସହଯୋଗ । ନୂତନ ସ୍ଥାନ ଏବଂ ନୂଆ ମଞ୍ଚ ଦର୍ଶକଙ୍କୁ ଟାଣି ଆଣିବାରେ ସକ୍ଷମ ହୋଇଛି । ମଞ୍ଚ ନାଟକ ଏବଂ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟରେ ଅନେକ ଫରକ ରହିଥିଲେ ବି ନାଟକ ପ୍ରତି ଲୋକଙ୍କ ରୂଚି ବଢ଼ିବ ବୋଲି ଆଶା କରାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!