Saturday, October 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନେପାଳରେ ସଚେତନତା ଓ ମାସ୍କ, ସାବୁନ ବଣ୍ଟନ

by Anil Panda
May 18, 2020
in Politics
ନେପାଳରେ ସଚେତନତା ଓ ମାସ୍କ, ସାବୁନ ବଣ୍ଟନ
15
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମହାମାରୀ ସମୟରେ ମଧ୍ୟ ନୟାଗଡ଼ ଜିଲ୍ଲାର ଉପାନ୍ତ ଅଂଚଳରେ ପ୍ରଶାସନ ପହଂଚିବାକୁ ସମର୍ଥ ହୋଇ ପାରୁନଥିବା ବେଳେ ଆଜି ଭାରତୀୟ ଯୁବ ମୋର୍ଚ୍ଚା ପକ୍ଷରୁ ନୟାଗଡ଼ ଜିଲ୍ଲା ବାଣ୍ଠପୁର ପଂଚାୟତ ଅନ୍ତର୍ଗତ ନେପାଳ ଗ୍ରାମରେ ରନ୍ଧା ଖାଦ୍ୟ, ମାସ୍କ ସାବୁନ ବଣ୍ଟନ କରାଯାଇଛି । ଯୁବମୋର୍ଚ୍ଚା ସଭାପତି ସନ୍ତୋଷ ପ୍ରଧାନଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ଗ୍ରାମରେ ପହଂଚି ଗ୍ରାମବାସୀଙ୍କୁ କରୋନା ମହାମାରୀ ଭୟାବହତା ଉପରେ ସଚେତନ କରିବା ସହ ସାମଗ୍ରୀ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଉପସଭାପତି ଅଚ୍ୟୁତନନ୍ଦ ପଣ୍ଡା, କୃଷକ ମୋର୍ଚ୍ଚା ସଭାପତି ଶ୍ରୀନିବାସ ପ୍ରଧାନ ପ୍ରମୂଖ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!