Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲାକୁ ଆସିଲେ ନୂଆ ଏଡିଏମ ଓ ସିଡିଓ

by ସଞ୍ଜୟ ସ୍ୱାଇଁ
August 5, 2023
in Breaking, Nayagarh
ନୟାଗଡ଼ ଜିଲ୍ଲାକୁ ଆସିଲେ ନୂଆ ଏଡିଏମ ଓ ସିଡିଓ
1.7k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା); ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରାଯାଇଛି । ନୟାଗଡ଼ ଜିଲ୍ଲାରେ ଦୁଇ ଜଣ ବରିଷ୍ଠ ଓଏଏସ ଅଫିସରଙ୍କୁ ନିଯୁକ୍ତ କରାଯାଇଛି । ବାଲେଶ୍ୱର ଜିଲ୍ଲାରେ କାର୍ଯ୍ୟରତ ଅତିରିକ୍ତ ଜିଲ୍ଲାପାଳ ସୁଚାରୁ କୁମାର ବଳଙ୍କୁ ବଦଳି କରାଯାଇ ନୟାଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ଭାବେ ନବ ନିଯୁକ୍ତ କରାଯାଇଛି । ସେହିପରି ବରିଷ୍ଠ ଓଏଏସ ଅଫିସର ଦିଲ୍ଲିପ କୁମାର ବଳଙ୍କୁ ବଦଳି କରାଯାଇ ନୟାଗଡ଼ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ(ଏଡିଏମ) ଭାବେ ନିଯୁକ୍ତ କରିଛନ୍ତ ି ରାଜ୍ୟ ସରକାର । ଦୁଇଦିନ ତଳେ ନୟାଗଡ଼ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟଙ୍କୁ କଟକ ଜିଲ୍ଲାକୁ ବଦଳି କରାଯାଇଥିଲା ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!