Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟାଉନ୍ ଥାନାରେ ନୂଆ ଆଇଆଇସି

by ସଞ୍ଜୟ ସ୍ୱାଇଁ
July 18, 2023
in Breaking, Nayagarh
ଟାଉନ୍ ଥାନାରେ ନୂଆ ଆଇଆଇସି
1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନ୍ ଥାନାରେ ନୂତନ ଆଇଆଇସି ଯୋଗ ଦେଇଛନ୍ତି । ନୟାଗଡ଼ ଟାଉନ ଥାନା ଅଧିକାରୀ ପ୍ରଜ୍ଞାପାରମିତା ଜେନାଙ୍କର କେନ୍ଦ୍ରପଡ଼ା ଜିଲ୍ଲାକୁ ବଦଳି ହୋଇଥିବା ବେଳେ ତାଙ୍କ ସ୍ଥାନରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଥାନାର ଆଇଆଇସି ଦିଗବିଜୟୀ ବିଶ୍ୱାଳଙ୍କୁ ନୟାଗଡ଼ ଜିଲ୍ଲାକୁ ବଦଳି କରାଯାଇଥିଲା । ତେବେ ଦିଗବିଜୟୀ ବିଶ୍ୱାଳ ଆଜି ନୟାଗଡ଼ ଜିଲ୍ଲାରେ ଯୋଗ ଦେବା ମାତ୍ରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ତାଙ୍କୁ ନୟାଗଡ଼ ଟାଉନ ଥାନାର ଆଇଆଇସି ଭାବେ ନିଯୁକ୍ତ କରିଛନ୍ତି । ନୟାଗଡ଼ ଟାଉନର ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଜଣେ ଦକ୍ଷ ଓ କର୍ତ୍ତବ୍ୟ ନିଷ୍ଠ ଆଇଆଇସି ଦିଗବିଜୟୀ ବିଶ୍ୱାଳଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଥିବା ନେଇ ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ପ୍ରକାଶ କରିଛନ୍ତି । ତେବେ ଆଜି ସନ୍ଧ୍ୟାରେ ନୂତନ ଆଇଆଇସି ଦିଗବିଜୟୀ ବିଶ୍ୱାଳ ନୟାଗଡ଼ ଟାଉନ ଥାନାରେ ପହଞ୍ଚି ବିଦ୍ଧିବଧ ଭାବେ ଯୋଗ ଦେଇଛନ୍ତି । ଏନେଇ ଟାଉନ ଥାନାର ସମସ୍ତ କର୍ମଚାରୀ ନୂତନ ଆଇଆଇସିଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!