Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଝିଅକୁ ରାସ୍ତାରେ ଅଟକାଇ ଯୁବକ ଗିରଫ

by ସଞ୍ଜୟ ସ୍ୱାଇଁ
March 7, 2021
in Crime, Nayagarh
ମହୁଲି ଜବତ; ଦୁଇ ଗିରଫ
629
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ପୁରୁଣା ସହରରେ ଜଣେ ଯୁବକକୁ ଟାଉନଥାନା ପୁଲିସ ଅସଦାଚରଣ ଅଭିଯୋଗରେ ଗିରଫ କରିଛି । ସୂଚନାନୁସାରେ, ଦିପକ ବେହେରା (୩୦) ନାମକ ବିବାହିତ ଯୁବକ ଜଣେ ନବମ ଶ୍ରେଣୀ ପଢ଼ୁଥିବା ନାବାଳିକାକୁ ରାସ୍ତା ଅଟକାଇ ଅସଦାଚରଣ କରିଥିଲେ । ଏନେଇ ନାବାଳିକାଙ୍କ ପରିବାର ଥାନାରେ ଦ୍ୱାରସ୍ଥ ହେବା ପରେ ଟାଉନଥାନା ପୁଲିସ ଦିପକଙ୍କୁ ଗିରଫ କରିଛି । ଆସନ୍ତାକାଲି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ଜୟଦୀପ ମହାନ୍ତି ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!