Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ କଥା ନିଆରା ସ୍ୱର ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
February 17, 2020
in Literature
ନୂଆ କଥା ନିଆରା ସ୍ୱର ଅନୁଷ୍ଠିତ
47
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଉତ୍କଳ ସମ୍ମିଳନୀ ଜିଲ୍ଲା ଶାଖା ଦ୍ୱାରା ଆୟୋଜିତ ସାହିତ୍ୟ କର୍ମଶାଳା ନୂଆ କଥା ନିଆରା ସ୍ୱର ଅନୁଷ୍ଠିତ ହୋଇଯାଇଛି । ଇନ୍‌ସ୍ପାୟାର ମହାବିଦ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଚିତ୍ତରଂଜନ ପଟ୍ଟନାୟକ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । କବୟତ୍ରୀ ବସିରନ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ସାହିତ୍ୟର ଗବେଷକ ଡ. କୈଳାଶ ବାଣ୍ଠ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ତିନୋଟି ପର୍ଯ୍ୟାୟରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିବା ବେଳେ ପ୍ରଧାନ ପର୍ଯ୍ୟାୟରେ ପାଂଚ ଜଣ ଛାତ୍ର ଅଂଶ ଗ୍ରହଣ କରି ଓଡ଼ିଆ ଭାଷା ସାହିତ୍ୟ ପ୍ରତି ଅଧ୍ୟାପକ ଓ ଅଧ୍ୟାପିକା ଦୃଷ୍ଟିଭଙ୍ଗୀ ଉପରେ ଆଲୋକପାତ କରିଥିଲେ । ସେହିଭଳି ଦ୍ୱିତୀୟ ପର୍ଯ୍ୟାୟରେ ପାଂଚ ଜଣ ସାହିତ୍ୟିକ ଓଡ଼ିଆ ଭାଷାର ସାହିତ୍ୟକ ଭାବେ ସାହିତ୍ୟ ଉପରେ ଦୃଷ୍ଟିଭଙ୍ଗୀ ବିଷୟ ଉପରେ ଆଲୋଚନା ରଖିଥିଲେ । କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟରେ ପାଂଚଜଣ ଅଧ୍ୟାପକ ଅଂଶଗ୍ରହଣ କରି ଭାଷା ସାହିତ୍ୟ ସମୃଦ୍ଧିରେ ଛାତ୍ରଛାତ୍ରୀଙ୍କ ଭୂମିକା ବିଷୟ ଉପରେ ଆଲୋକପାତ କରିଛନ୍ତି । ଅନୁଷ୍ଠାନର ସଂପାଦକ ତଥା କବି ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ବେଳେ ଏହା ଏକ ନିଆରା କାର୍ଯ୍ୟକ୍ରମ ବୋଲି ଅତିଥିମାନେ ମତ ଦେଇଥିଲେ । ଏହି ଅବସରେ ଦାରୁଭୂତର ପ୍ରତିଷ୍ଠାତା ଦୁଃଖିଶ୍ୟାମ ଦାସ ଓ ଶିକ୍ଷକ ସନ୍ତୋଷ ମିଶ୍ରଙ୍କ ପାଇଁ ନୀରବ ପାର୍ଥନା କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!