Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଏଏସ୍ ସଂଘର କାଲିଠୁ କଳା ବ୍ୟାଚ ପରିଧାନ, ଶୁକ୍ରବାର କଲମ ଛାଡ଼

by Anil Panda
June 16, 2020
in Breaking
ଓଏଏସ୍ ସଂଘର କାଲିଠୁ କଳା ବ୍ୟାଚ ପରିଧାନ, ଶୁକ୍ରବାର କଲମ ଛାଡ଼
92
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଦଶପଲ୍ଲା ବିଡିଓଙ୍କୁ ଆକ୍ରମଣ ଘଟଣାରେ ଆଜି ଓଡ଼ିଶା ପ୍ରଶାସନିକ ସେବା ସଂଘ ନୟାଗଡ଼ ଶାଖାର ଜରୁରୀ କାଳୀନ ବୈଠକ ସଭାପତି ତଥା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଦଶପଲ୍ଲା ପୂର୍ବତନ ବିଡିଓ ଦେବୀ ପ୍ରସାଦ ମହାନ୍ତିଙ୍କୁ ଆକ୍ରମଣ ଘଟଣାକୁ ନିନ୍ଦା କରାଯାଇଥିବା ବେଳେ ୫ ଦଫା ଦାବିପତ୍ର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ପ୍ରଦାନ କରାଯାଇଛି । ଓଏଏସ୍ ସଂଘର ନିଷ୍ପତ୍ତି ଅନୁଯାୟୀ ଅଭିଯୁକ୍ତଙ୍କୁ ୪୮ ଘଣ୍ଟା ମଧ୍ୟରେ ଗିରଫ କରିବା ନେଇ ଦାବି କରାଯାଇଛି । ପତୀକାତ୍ମକ ଭାବେ ଜିଲ୍ଲାର ସମସ୍ତ ଓଏଏସ୍ ଅଧିକାରୀ ଆସନ୍ତାକାଲିଠାରୁ ଦୁଇଦିନ କଳାବ୍ୟାଚ ପରିଧାନ କରିବେ ବୋଲି ନିଷ୍ପତ୍ତି ନିଆଯାଇଛି । ଗୁରୁବାର ସଂନ୍ଧ୍ୟା ସୁଦ୍ଧା ଅଭିଯୁକ୍ତମାନେ ଗିରଫ ନହେଲେ ଶୁକ୍ରବାରଠାରୁ କଲମ ଛାଡ଼ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଦଶପଲ୍ଲା ଥାନା ଅଧିକାରୀ ଅଭିଯୁକ୍ତଙ୍କ ପ୍ରତି ଅହେତୁକ ଅନୁକମ୍ପା ଦେଖାଇବା ଘଟଣାକୁ ନିନ୍ଦା କରାଯାଇଥିବା ବେଳେ କୋହଳ ଦଫା ଲଗାଇଛନ୍ତି । ଯାହାକୁ ନେଇ ଏହି ଘଟଣାର ତଦନ୍ତ ଭାର ଜଣେ ଡିଏସ୍‌ପି ପାହ୍ୟା ଅଧିକାରୀଙ୍କୁ ଦେବା ପାଇଁ ଦାବି କରାଯାଇଛି । ଏହି ବୈଠକରେ ଜିଲ୍ଲାର ସମସ୍ତ ତହସିଲଦାର୍ ଏବଂ ବିଡିଙ୍କ ଯୋଗ ଦେଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!